Genesis 17:6 — Compare Translations
5 translations compared side by side
Odia - 1840
"ଆମ୍ଭେ ତୁମ୍ଭକୁ ବହୁତ ବଂଶଧର କରିବୁ। ନୂଆ ଜାତି ଓ ନୂତନ ରାଜା ତୁମ୍ଭଠାରୁ ସୃଷ୍ଟି ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ତୁମ୍ଭକୁ ଅତିଶୟ ବୃଦ୍ଧି କରିବା, ତୁମ୍ଭଠାରୁ ଅନେକ ଗୋଷ୍ଠୀ ଜାତ କରାଇବା ଓ ରାଜାମାନେ ତୁମ୍ଭଠାରୁ ଉତ୍ପନ୍ନ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ତୁମ୍ଭକୁ ବହୁତ ବଂଶଧର କରିବୁ। ନୂଆ ଜାତି ଓ ନୂତନ ରାଜା ତୁମ୍ଭଠାରୁ ସୃଷ୍ଟି ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ତୁମ୍ଭକୁ ଅତିଶୟ ବୃଦ୍ଧି କରିବା, ତୁମ୍ଭଠାରୁ ଅନେକ ଗୋଷ୍ଠୀଜାତ କରାଇବା ଓ ରାଜାମାନେ ତୁମ୍ଭଠାରୁ ଉତ୍ପନ୍ନ ହେବେ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ତୁମ୍ଭକୁ ଅତିଶୟ ବୃଦ୍ଧି କରିବା, ତୁମ୍ଭଠାରୁ ଅନେକ ଗୋଷ୍ଠୀ ଜାତ କରାଇବା ଓ ରାଜାମାନେ ତୁମ୍ଭଠାରୁ ଉତ୍ପନ୍ନ ହେବେ।