Genesis 17:7 — Compare Translations

5 translations compared side by side

Odia - 1840
"ମୁଁ ତୁମ୍ଭ ସହିତ ଏକ ଚୁକ୍ତି କରିବି। ସହେି ଚୁକ୍ତି ମଧ୍ଯ ତୁମ୍ଭର ବଂଶଧରମାନଙ୍କ ପାଇଁ ହବେ। ଏହି ଚୁକ୍ତି ଅନନ୍ତକାଳସ୍ଥାଯୀ ହବେ। ତହିଁରେ ମୁଁ ତୁମ୍ଭର ଓ ତୁମ୍ଭ ଭବିଷ୍ଯତ୍ ବଂଶଧରମାନଙ୍କର ପରମେଶ୍ବର ହବେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ତୁମ୍ଭ ସହିତ ଓ ତୁମ୍ଭ ଭବିଷ୍ୟତ ବଂଶପରମ୍ପରା ସହିତ ଯେଉଁ ନିୟମ ସ୍ଥିର କଲୁ, ତାହା ଅନନ୍ତକାଳ ସ୍ଥାୟୀ ହେବ । ତହିଁରେ ଆମ୍ଭେ ତୁମ୍ଭର ଓ ତୁମ୍ଭ ଭବିଷ୍ୟତ ବଂଶର ପରମେଶ୍ଵର ହେବା ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୁମ୍ଭ ସହିତ ଏକ ଚୁକ୍ତି କରିବି। ସେହି ଚୁକ୍ତି ମଧ୍ୟ ତୁମ୍ଭର ବଂଶଧରମାନଙ୍କ ପାଇଁ ହେବ। ଏହି ଚୁକ୍ତି ଅନନ୍ତକାଳସ୍ଥାୟୀ ହେବ। ତହିଁରେ ମୁଁ ତୁମ୍ଭର ଓ ତୁମ୍ଭ ଭବିଷ୍ୟ‌ଦ୍‌ ବଂଶଧରମାନଙ୍କର ପରମେଶ୍ୱର ହେବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ତୁମ୍ଭ ସହିତ ଓ ତୁମ୍ଭ ଭବିଷ୍ୟତ ବଂଶ-ପରମ୍ପରା ସହିତ ଯେଉଁ ନିୟମ ସ୍ଥିର କଲୁ, ତାହା ଅନନ୍ତକାଳସ୍ଥାୟୀ ହେବ। ତହିଁରେ ଆମ୍ଭେ ତୁମ୍ଭର ଓ ତୁମ୍ଭ ଭବିଷ୍ୟତ ବଂଶର ପରମେଶ୍ୱର ହେବା।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ତୁମ୍ଭ ସହିତ ଓ ତୁମ୍ଭ ଭବିଷ୍ୟତ ବଂଶ-ପରମ୍ପରା ସହିତ ଯେଉଁ ନିୟମ ସ୍ଥିର କଲୁ, ତାହା ଅନନ୍ତକାଳସ୍ଥାୟୀ ହେବ। ତହିଁରେ ଆମ୍ଭେ ତୁମ୍ଭର ଓ ତୁମ୍ଭ ଭବିଷ୍ୟତ ବଂଶର ପରମେଶ୍ୱର ହେବା।