Genesis 17:8 — Compare Translations

5 translations compared side by side

Odia - 1840
"ବର୍ତ୍ତମାନ ତୁମ୍ଭେ ଯେଉଁ ଦେଶ ରେ ଅସ୍ଥାଯୀ ଭାବରେ ବାସ କରୁଅଛ ତାହା ଚିରଦିନ ପାଇଁ ତୁମ୍ଭର ହବେ। ମୁଁ ତୁମ୍ଭକୁ ଏବଂ ତୁମ୍ଭ ଭବିଷ୍ଯତ୍ ବଂଶଧରମାନଙ୍କୁ କିଣାନର ସମଗ୍ର ଦେଶ ଚିରକାଳ ପାଇ ଦବେି ଏବଂ ମୁଁ ସମାନଙ୍କେର ପରମେଶ୍ବର ହବେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତୁମ୍ଭେ ଏବେ ଏହି ଯେଉଁ କିଣାନ ଦେଶରେ ପ୍ରବାସ କରୁଅଛ, ତହିଁର ସମୁଦାୟ ଆମ୍ଭେ ତୁମ୍ଭକୁ ଓ ତୁମ୍ଭର ଭବିଷ୍ୟତ ବଂଶକୁ ଅନନ୍ତକାଳୀନ ଅଧିକାର ନିମନ୍ତେ ଦେବା ଓ ଆମ୍ଭେ ସେମାନଙ୍କର ପରମେଶ୍ଵର ହେବା ।
Odia Bible ERV 2004 (ପବିତ୍ର ବାଇବଲ)
ବର୍ତ୍ତମାନ ତୁମ୍ଭେ ଯେଉଁ ଦେଶରେ ଅସ୍ଥାୟୀ ଭାବରେ ବାସ କରୁଅଛ ତାହା ଚିରଦିନ ପାଇଁ ତୁମ୍ଭର ହେବ। ମୁଁ ତୁମ୍ଭକୁ ଏବଂ ତୁମ୍ଭ ଭବିଷ୍ୟ‌ଦ୍‌ ବଂଶଧରମାନଙ୍କୁ କିଣାନର ସମଗ୍ର ଦେଶ ଚିରକାଳ ପାଇ ଦେବି ଏବଂ ମୁଁ ସେମାନଙ୍କର ପରମେଶ୍ୱର ହେବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତୁମ୍ଭେ ଏବେ ଏହି ଯେଉଁ କିଣାନ ଦେଶରେ ପ୍ରବାସ କରୁଅଛ, ତହିଁର ସମୁଦାୟ ଆମ୍ଭେ ତୁମ୍ଭକୁ ଓ ତୁମ୍ଭର ଭବିଷ୍ୟତ ବଂଶକୁ ଅନନ୍ତକାଳୀନ ଅଧିକାର ନିମନ୍ତେ ଦେବା ଓ ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ତୁମ୍ଭେ ଏବେ ଏହି ଯେଉଁ କିଣାନ ଦେଶରେ ପ୍ରବାସ କରୁଅଛ, ତହିଁର ସମୁଦାୟ ଆମ୍ଭେ ତୁମ୍ଭକୁ ଓ ତୁମ୍ଭର ଭବିଷ୍ୟତ ବଂଶକୁ ଅନନ୍ତକାଳୀନ ଅଧିକାର ନିମନ୍ତେ ଦେବା ଓ ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା।”