Genesis 17:9 — Compare Translations
5 translations compared side by side
Odia - 1840
"ଏବଂ ପରମେଶ୍ବର ଅବ୍ରହାମଙ୍କୁ କହିଲେ, ବର୍ତ୍ତମାନ ଏହା ତୁମ୍ଭର ଚୁକ୍ତିର ଏକ ଅଂଶ।ତୁମ୍ଭେ ତୁମ୍ଭର ବଂଶ ଆମ୍ଭର ଚୁକ୍ତିକୁ ମାନି ଚଳିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରମେଶ୍ଵର ଅବ୍ରହାମଙ୍କୁ ଆହୁରି କହିଲେ, ତୁମ୍ଭେ ଆମ୍ଭର ନିୟମ ପାଳନ କରିବ; ତୁମ୍ଭେ ଓ ତୁମ୍ଭର ଭବିଷ୍ୟତ ବଂଶ ପୁରୁଷାନୁକ୍ରମେ ତାହା ପାଳନ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ପରମେଶ୍ୱର ଅବ୍ରହାମଙ୍କୁ କହିଲେ, “ବର୍ତ୍ତମାନ ଏହା ତୁମ୍ଭର ଚୁକ୍ତିର ଏକ ଅଂଶ। ତୁମ୍ଭେ ଓ ତୁମ୍ଭର ବଂଶ ଆମ୍ଭର ଚୁକ୍ତିକୁ ମାନି ଚଳିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରମେଶ୍ୱର ଅବ୍ରହାମଙ୍କୁ ଆହୁରି କହିଲେ, “ତୁମ୍ଭେ ଆମ୍ଭର ନିୟମ ପାଳନ କରିବ; ତୁମ୍ଭେ ଓ ତୁମ୍ଭର ଭବିଷ୍ୟତ ବଂଶ ପୁରୁଷାନୁକ୍ରମେ ତାହା ପାଳନ କରିବେ।
Odia IRV 2017 (ଓଡିଆ ବାଇବେଲ)
ପରମେଶ୍ୱର ଅବ୍ରହାମଙ୍କୁ ଆହୁରି କହିଲେ, “ତୁମ୍ଭେ ଆମ୍ଭର ନିୟମ ପାଳନ କରିବ; ତୁମ୍ଭେ ଓ ତୁମ୍ଭର ଭବିଷ୍ୟତ ବଂଶ ପୁରୁଷାନୁକ୍ରମେ ତାହା ପାଳନ କରିବେ।