Genesis 18:1 — Compare Translations
5 translations compared side by side
Odia - 1840
"ଏହାପରେ, ପୁନଃର୍ବାର ସଦାପ୍ରଭୁ ଅବ୍ରହାମଙ୍କୁ ମମ୍ରିର ଆଲୋନ ବୃକ୍ଷ ନିକଟରେ ଦଖାଦେେଲେ। ମଧ୍ଯାନ୍ନ ସମୟରେ ଅବ୍ରହାମ ତାଙ୍କର ଦମ୍ବୁର ଦ୍ବାର ଦେଶ ରେ ବସିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିଉତ୍ତାରୁ ଦିନକର ଖରା ବେଳେ ଅବ୍ରହାମ ମମ୍ରିର ଅଲୋନ ବୃକ୍ଷ ମୂଳେ ଆପଣା ତମ୍ଵୁ ଦ୍ଵାରରେ ବସିଥିଲେ; ଏହି ସମୟରେ ସଦାପ୍ରଭୁ ସେହି ସ୍ଥାନରେ ତାଙ୍କୁ ଦର୍ଶନ ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତିନି ପରିଦର୍ଶକ ଏହା ପରେ, ପୁନର୍ବାର ସଦାପ୍ରଭୁ ଅବ୍ରହାମଙ୍କୁ ମମ୍ରିର ଅଲୋନବୃକ୍ଷ ନିକଟରେ ଦେଖାଦେଲେ। ମଧ୍ୟାହ୍ନ ସମୟରେ ଅବ୍ରହାମ ତାଙ୍କର ତମ୍ବୁର ଦ୍ୱାର ଦେଶରେ ବସିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଦିନକର ଖରା ବେଳେ ଅବ୍ରହାମ ମମ୍ରିର ଅଲୋନ ବୃକ୍ଷ ମୂଳେ ଆପଣା ତମ୍ବୁ ଦ୍ୱାରରେ ବସିଥିଲେ; ଏହି ସମୟରେ ସଦାପ୍ରଭୁ ସେହି ସ୍ଥାନରେ ତାଙ୍କୁ ଦର୍ଶନ ଦେଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଦିନକର ଖରା ବେଳେ ଅବ୍ରହାମ ମମ୍ରିର ଅଲୋନ ବୃକ୍ଷ ମୂଳେ ଆପଣା ତମ୍ବୁ ଦ୍ୱାରରେ ବସିଥିଲେ; ଏହି ସମୟରେ ସଦାପ୍ରଭୁ ସେହି ସ୍ଥାନରେ ତାଙ୍କୁ ଦର୍ଶନ ଦେଲେ।