Genesis 18:11 — Compare Translations

5 translations compared side by side

Odia - 1840
"ବର୍ତ୍ତମାନ ଅବ୍ରହାମ ଓ ସାରା ବହୁତ ବୃଦ୍ଧ ହେଲେ। ସାରାର ପିଲା ଜନ୍ମ କରିବା ବଯସ ଅତିକ୍ରମ ହାଇେଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ସମୟରେ ଅବ୍ରହାମ ଓ ସାରା ବୃଦ୍ଧ ଓ ଗତବୟସ୍କ ଥିଲେ, ପୁଣି ସାରାଙ୍କର ସ୍ତ୍ରୀଧର୍ମ ନିବୃତ୍ତ ହୋଇଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ବର୍ତ୍ତମାନ ଅବ୍ରହାମ ଓ ସାରା ବହୁତ ବୃଦ୍ଧ ହେଲେ। ସାରାର ପିଲା ଜନ୍ମ କରିବା ବୟସ ଅତିକ୍ରମ ହୋଇଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସମୟରେ ଅବ୍ରହାମ ଓ ସାରା ବୃଦ୍ଧ ଓ ଗତବୟସ୍କ ଥିଲେ, ପୁଣି, ସାରାଙ୍କର ସ୍ତ୍ରୀଧର୍ମ ନିବୃତ୍ତ ହୋଇଥିଲା।
Odia IRV 2017 (ଓଡିଆ ବାଇବେଲ)
ସେହି ସମୟରେ ଅବ୍ରହାମ ଓ ସାରା ବୃଦ୍ଧ ଓ ଗତବୟସ୍କ ଥିଲେ, ପୁଣି, ସାରାଙ୍କର ସ୍ତ୍ରୀଧର୍ମ ନିବୃତ୍ତ ହୋଇଥିଲା।