Genesis 18:12 — Compare Translations

5 translations compared side by side

Odia - 1840
"ତେଣୁ ସାରା ଶୁଣିଥିବା କଥାକୁ ବିଶ୍ବାସ କରିପାରିଲା ନାହିଁ। ସେ ନିଜକୁ ନିଜେ ହସିଲା ଏବଂ କହିଲା, ମୁଁ ଏବଂ ମାରେ ସ୍ବାମୀ ବର୍ଦ୍ଧକ୍ଯ ରେ ଉପନୀତ। ପିଲା ଜନ୍ମ କରିବା ପାଇଁ, ଆମ୍ଭେ ବହୁତ ବୁଢ଼ା ବୁଢ଼ି ହାଇୟୋଇଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏନିମନ୍ତେ ସାରା ହସି ମନେ ମନେ କହିଲେ, ମୋହର ଏହି ଶୀର୍ଣ୍ଣାବସ୍ଥାରେ କି ଏରୂପ ଆନନ୍ଦ ହେବ? ବିଶେଷତଃ ମୋହର ପ୍ରଭୁ ମଧ୍ୟ ବୃଦ୍ଧ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସାରା ଶୁଣିଥିବା କଥାକୁ ବିଶ୍ୱାସ କରି ପାରିଲେ ନାହିଁ। ସେ ନିଜକୁ ନିଜେ ହସିଲେ ଏବଂ କହିଲେ, “ମୁଁ ଏବଂ ମୋର ସ୍ୱାମୀ ବାର୍ଦ୍ଧକ୍ୟରେ ଉପନୀତ। ପିଲା ଜନ୍ମ କରିବା ପାଇଁ, ଆମ୍ଭେ ବହୁତ ବୁଢ଼ା ବୁଢ଼ି ହୋଇଯାଇଛୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏନିମନ୍ତେ ସାରା ହସି ମନେ ମନେ କହିଲେ, “ମୋହର ଏହି ଶୀର୍ଣ୍ଣାବସ୍ଥାରେ କି ଏରୂପ ଆନନ୍ଦ ହେବ? ବିଶେଷତଃ ମୋହର ପ୍ରଭୁ ମଧ୍ୟ ବୃଦ୍ଧ।”
Odia IRV 2017 (ଓଡିଆ ବାଇବେଲ)
ଏନିମନ୍ତେ ସାରା ହସି ମନେ ମନେ କହିଲେ, “ମୋହର ଏହି ଶୀର୍ଣ୍ଣାବସ୍ଥାରେ କି ଏରୂପ ଆନନ୍ଦ ହେବ? ବିଶେଷତଃ ମୋହର ପ୍ରଭୁ ମଧ୍ୟ ବୃଦ୍ଧ।”