Genesis 18:14 — Compare Translations
5 translations compared side by side
Odia - 1840
"ସଦାପ୍ରଭୁଙ୍କ ପାଇଁ କ'ଣ କିଛି କଷ୍ଟସାଧ୍ଯ? ନାଁ! ମୁଁ ନୁଶ୍ଚିତ ଏହି ବସନ୍ତ ରେ ପୁନ୍ନରାଯ ଏଠାକୁ ଆସିବି, ମୁଁ କହୁଛି ପୁନ୍ନରାଯ ଆସିବି। ଏବଂ ତୁମ୍ଭର ସ୍ତ୍ରୀ ସାରା ଏକ ପୁତ୍ରସନ୍ତାନ ଜନ୍ମ ଦବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁଙ୍କ ଆଶ୍ଚର୍ଯ୍ୟ କେଉଁ କର୍ମ? ଏହି ଋତୁ ପୁନର୍ବାର ଉପସ୍ଥିତ ହେଲେ, ନିରୂପିତ ସମୟରେ ଆମ୍ଭେ ଫେରି ଆସିବା, ସେସମୟକୁ ସାରାର (କୋଳରେ) ପୁତ୍ର ଥିବ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କ ପାଇଁ କ’ଣ କିଛି କଷ୍ଟସାଧ୍ୟ? ନାଁ! ମୁଁ ନିଶ୍ଚିତ ଏହି ବସନ୍ତରେ ପୁନରାୟ ଏଠାକୁ ଆସିବି, ମୁଁ କହୁଛି ପୁନରାୟ ଆସିବି। ଏବଂ ତୁମ୍ଭର ସ୍ତ୍ରୀ ସାରା ଏକ ପୁତ୍ରସନ୍ତାନ ଜନ୍ମ ଦେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁଙ୍କ ନିମନ୍ତେ କୌଣସି କର୍ମ କଠିନ ଅଟେ କି? ଏହି ଋତୁ ପୁନର୍ବାର ଉପସ୍ଥିତ ହେଲେ, ନିରୂପିତ ସମୟରେ ଆମ୍ଭେ ଫେରି ଆସିବା, ସେହି ସମୟରେ ସାରାର (କୋଳରେ) ପୁତ୍ର ଥିବ।”
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁଙ୍କ ନିମନ୍ତେ କୌଣସି କର୍ମ କଠିନ ଅଟେ କି? ଏହି ଋତୁ ପୁନର୍ବାର ଉପସ୍ଥିତ ହେଲେ, ନିରୂପିତ ସମୟରେ ଆମ୍ଭେ ଫେରି ଆସିବା, ସେହି ସମୟରେ ସାରାର (କୋଳରେ) ପୁତ୍ର ଥିବ।