Genesis 18:16 — Compare Translations
5 translations compared side by side
Odia - 1840
"ଏହାପରେ ସହେି ତିନିଜଣ ୟିବା ପାଇଁ ଉଠିଲେ, ସମାନେେ ସଦୋମ ଆଡ଼େ ମୁହାଁଇଲେ। ଏବଂ ସମାନେେ ସହେି ବାଟେ ୟିବାକୁ ଆରମ୍ଭ କଲେ। ଅବ୍ରହାମ ତାଙ୍କୁ ବାଟଇେ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସେହି ଲୋକମାନେ ସେଠାରୁ ଉଠି ସଦୋମ ଆଡ଼କୁ ପ୍ରସ୍ଥାନ କରନ୍ତେ, ଅବ୍ରହାମ ବାଟ ଦେଖାଇବାକୁ ସେମାନଙ୍କ ସଙ୍ଗେ ସଙ୍ଗେ ଚାଲିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ସେହି ତିନି ଜଣ ଯିବା ପାଇଁ ଉଠିଲେ, ସେମାନେ ସଦୋମ ଆଡ଼େ ମୁହାଁଇଲେ। ଏବଂ ସେମାନେ ସେହି ବାଟେ ଯିବାକୁ ଆରମ୍ଭ କଲେ। ଅବ୍ରହାମ ତାଙ୍କୁ ବାଟେଇ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସେହି ଲୋକମାନେ ସେଠାରୁ ଉଠି ସଦୋମ ଆଡ଼କୁ ପ୍ରସ୍ଥାନ କରନ୍ତେ, ଅବ୍ରହାମ ବାଟ ଦେଖାଇବାକୁ ସେମାନଙ୍କ ସଙ୍ଗେ ସଙ୍ଗେ ଚାଲିଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସେହି ଲୋକମାନେ ସେଠାରୁ ଉଠି ସଦୋମ ଆଡ଼କୁ ପ୍ରସ୍ଥାନ କରନ୍ତେ, ଅବ୍ରହାମ ବାଟ ଦେଖାଇବାକୁ ସେମାନଙ୍କ ସଙ୍ଗେ ସଙ୍ଗେ ଚାଲିଲେ।