Genesis 18:19 — Compare Translations

5 translations compared side by side

Odia - 1840
"ମୁଁ ତାଙ୍କୁ ମନୋନୀତ କରିଛି। ମୁଁ ଏପରି କଲି, ସେଥିପାଇଁ ସେ ତାଙ୍କର ପିଲାମାନଙ୍କୁ ଓ ବଂଶଧରଙ୍କୁ ନିର୍ଦ୍ଦେଶ ଦବେେ, ଯେଉଁପରି ଭାବରେ ମୁଁ ସମାନଙ୍କେୁ ଜୀବନଧାରଣ କରିବାକୁ ଏବଂ ଯାହା ନ୍ଯାଯ ଓ ଯଥାର୍ଥ ତାହା କରିବାକୁ ଚା ହେଁ। ତା'ପରେ ମୁଁ ସଦାପ୍ରଭୁ, ଯାହା ମୁଁ ପ୍ରତିଜ୍ଞା କଲି ତାହା ମୁଁ କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେହେତୁ ତାହାର ଭବିଷ୍ୟତ ସନ୍ତାନଗଣ ଓ ପରିବାରବର୍ଗ ଯେପରି ନ୍ୟାୟ ଓ ଧର୍ମାଚରଣ କରିବାକୁ ସଦାପ୍ରଭୁଙ୍କ ପଥରେ ଚାଲିବେ, ଏଥିପାଇଁ ସେମାନଙ୍କୁ ସେ ଯେପରି ଆଜ୍ଞା ଦେବ, ଏହି ଅଭିପ୍ରାୟରେ ଆମ୍ଭେ ତାହାକୁ ନିର୍ଦ୍ଧାରଣ କରିଅଛୁ; ତହିଁରେ ସଦାପ୍ରଭୁ ଅବ୍ରହାମଙ୍କ ବିଷୟରେ ଆପଣା କଥିତ ବାକ୍ୟ ସିଦ୍ଧ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତାଙ୍କୁ ମନୋନୀତ କରିଛି। ମୁଁ ଏପରି କଲି, ସେଥିପାଇଁ ସେ ତାଙ୍କର ପିଲାମାନଙ୍କୁ ଓ ବଂଶଧରଙ୍କୁ ନିର୍ଦ୍ଦେଶ ଦେବେ, ଯେଉଁପରି ଭାବରେ ମୁଁ ସେମାନଙ୍କୁ ଜୀବନଧାରଣ କରିବାକୁ ଏବଂ ଯାହା ନ୍ୟାୟ ଓ ଯଥାର୍ଥ ତାହା କରିବାକୁ ଗ୍ଭହେଁ। ତା’ପରେ ମୁଁ ସଦାପ୍ରଭୁ, ଯାହା ପ୍ରତିଜ୍ଞା କଲି ତାହା ମୁଁ କରିବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେହେତୁ ତାହାର ଭବିଷ୍ୟତ ସନ୍ତାନଗଣ ଓ ପରିବାରବର୍ଗ ଯେପରି ନ୍ୟାୟ ଓ ଧର୍ମାଚରଣ କରିବାକୁ ସଦାପ୍ରଭୁଙ୍କ ପଥରେ ଚାଲିବେ, ଏଥିପାଇଁ ସେମାନଙ୍କୁ ସେ ଯେପରି ଆଜ୍ଞା ଦେବ, ଏହି ଅଭିପ୍ରାୟରେ ଆମ୍ଭେ ତାହାକୁ ନିର୍ଦ୍ଧାରଣ କରିଅଛୁ; ତହିଁରେ ସଦାପ୍ରଭୁ ଅବ୍ରହାମଙ୍କ ବିଷୟରେ ଆପଣା କଥିତ ବାକ୍ୟ ସିଦ୍ଧ କରିବେ।”
Odia IRV 2017 (ଓଡିଆ ବାଇବେଲ)