Genesis 18:20 — Compare Translations

5 translations compared side by side

Odia - 1840
"ଏହାପରେ ସଦାପ୍ରଭୁ କହିଲେ, ମୁଁ ଅନକେ ଅଭିଯୋଗ ଶୁଣିଅଛି, ସଦୋମ ଓ ଗୋମରର ଲୋକମାନଙ୍କ ବିରୁଦ୍ଧ ରେ, ସମାନେେ ବହୁତ ପାପ କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଆହୁରି କହିଲେ, ସଦୋମ ଓ ହମୋରାର ବିରୁଦ୍ଧରେ ମହାଧ୍ଵନି ଉଠୁଅଛି, ସେମାନଙ୍କର ପାପ ଅତିଶୟ ଗୁରୁତର;
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ସଦାପ୍ରଭୁ କହିଲେ, “ମୁଁ ଅନେକ ଅଭିଯୋଗ ଶୁଣିଅଛି, ସଦୋମ ଓ ଗୋମରାର ଲୋକମାନଙ୍କ ବିରୁଦ୍ଧରେ, ସେମାନେ ବହୁତ ପାପ କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ଆହୁରି କହିଲେ, “ସଦୋମ ଓ ହମୋରାର ବିରୁଦ୍ଧରେ ମହାଧ୍ୱନି ଉଠୁଅଛି, ସେମାନଙ୍କର ପାପ ଅତିଶୟ ଗୁରୁତର;
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ଆହୁରି କହିଲେ, “ସଦୋମ ଓ ହମୋରାର ବିରୁଦ୍ଧରେ ମହାଧ୍ୱନି ଉଠୁଅଛି, ସେମାନଙ୍କର ପାପ ଅତିଶୟ ଗୁରୁତର;