Genesis 18:21 — Compare Translations

5 translations compared side by side

Odia - 1840
"ତେଣୁ ମୁଁ ସଠାେକୁ ୟିବି ଏବଂ ଦେଖିବି, ଯଦି ସମାନେେ ସପରେି କରିଅଛନ୍ତି, ଯାହା ମୁଁ ଶୁଣିଛି। ଯଦି ନାହିଁ, ମୁଁ ଜାଣିବାକୁ ଚା ହେଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ଆମ୍ଭେ ତଳକୁ ଦେଖିବାକୁ ଯାଇ ଆମ୍ଭ ନିକଟକୁ ଆଗତ କ୍ରନ୍ଦନ ଅନୁସାରେ ସେମାନେ ସର୍ବତୋଭାବେ କରିଅଛନ୍ତି କି ନାହିଁ, ତାହା ଜାଣିବା ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ମୁଁ ସେଠାକୁ ଯିବି ଏବଂ ଦେଖିବି, ଯଦି ସେମାନେ ସେପରି କରିଅଛନ୍ତି, ଯାହା ମୁଁ ଶୁଣିଛି। ଯଦି ନାହିଁ, ମୁଁ ଜାଣିବାକୁ ଗ୍ଭହେଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ଆମ୍ଭେ ତଳକୁ ଦେଖିବାକୁ ଯାଇ ଆମ୍ଭ ନିକଟକୁ ଆଗତ କ୍ରନ୍ଦନ ଅନୁସାରେ ସେମାନେ ସର୍ବତୋଭାବେ କରିଅଛନ୍ତି କି ନାହିଁ, ତାହା ଜାଣିବା।”
Odia IRV 2017 (ଓଡିଆ ବାଇବେଲ)
ଏଣୁ ଆମ୍ଭେ ତଳକୁ ଦେଖିବାକୁ ଯାଇ ଆମ୍ଭ ନିକଟକୁ ଆଗତ କ୍ରନ୍ଦନ ଅନୁସାରେ ସେମାନେ ସର୍ବତୋଭାବେ କରିଅଛନ୍ତି କି ନାହିଁ, ତାହା ଜାଣିବା।”