Genesis 18:22 — Compare Translations

5 translations compared side by side

Odia - 1840
"ଦୁଇ ଜଣ ଲୋକ ସଦୋମ ଆଡ଼କୁ ଗଲେ, ଯେତବେେଳେ ସଦାପ୍ରଭୁ ଅବ୍ରହାମଙ୍କ ସହିତ ରହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିଉତ୍ତାରୁ ସେହି ବ୍ୟକ୍ତିମାନେ ସେହିଠାରୁ ବାହୁଡ଼ି ସଦୋମ ଆଡ଼କୁ ଗମନ କଲେ; ମାତ୍ର ଅବ୍ରହାମ ସେ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଛାମୁରେ ଛିଡ଼ା ହୋଇ ରହିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଦୁଇ ଜଣ ଲୋକ ସଦୋମ ଆଡ଼କୁ ଗଲେ, ଯେତେବେଳେ ସଦାପ୍ରଭୁ ଅବ୍ରହାମଙ୍କ ସହିତ ରହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସେହି ବ୍ୟକ୍ତିମାନେ ସେହିଠାରୁ ବାହୁଡ଼ି ସଦୋମ ଆଡ଼କୁ ଗମନ କଲେ; ମାତ୍ର ଅବ୍ରହାମ ସେ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଛାମୁରେ ଛିଡ଼ା ହୋଇ ରହିଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସେହି ବ୍ୟକ୍ତିମାନେ ସେହିଠାରୁ ବାହୁଡ଼ି ସଦୋମ ଆଡ଼କୁ ଗମନ କଲେ; ମାତ୍ର ଅବ୍ରହାମ ସେ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଛାମୁରେ ଛିଡ଼ା ହୋଇ ରହିଲେ।