Genesis 18:23 — Compare Translations
5 translations compared side by side
Odia - 1840
"ଏହାପରେ ଅବ୍ରହାମ ସଦାପ୍ରଭୁଙ୍କର ନିକଟବର୍ତ୍ତୀ ହେଲେ ଏବଂ କହିଲେ, ହେ ସଦାପ୍ରଭୁ, ଆପଣ କ'ଣ ନୀରିହ ଲୋକମାନଙ୍କୁ ଦୁଷ୍ଟ ଲୋକଙ୍କ ସହିତ ଧ୍ବଂସ କରିବାପାଇଁ ଯୋଜନା କରିଅଛନ୍ତି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଅବ୍ରହାମ ନିକଟକୁ ଯାଇ କହିଲେ, ଆପଣ କି ଦୁଷ୍ଟ ସହିତ ଧାର୍ମିକକୁ ସଂହାର କରିବେ?
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଅବ୍ରହାମ ସଦାପ୍ରଭୁଙ୍କର ନିକଟବର୍ତ୍ତୀ ହେଲେ ଏବଂ କହିଲେ, “ହେ ସଦାପ୍ରଭୁ, ଆପଣ କ’ଣ ନିରୀହ ଲୋକମାନଙ୍କୁ ଦୁଷ୍ଟ ଲୋକଙ୍କ ସହିତ ଧ୍ୱଂସ କରିବା ପାଇଁ ଯୋଜନା କରିଅଛନ୍ତି?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଅବ୍ରହାମ ନିକଟକୁ ଯାଇ କହିଲେ, “ଆପଣ କି ଦୁଷ୍ଟ ସହିତ ଧାର୍ମିକକୁ ସଂହାର କରିବେ?
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଅବ୍ରହାମ ନିକଟକୁ ଯାଇ କହିଲେ, “ଆପଣ କି ଦୁଷ୍ଟ ସହିତ ଧାର୍ମିକକୁ ସଂହାର କରିବେ?