Genesis 18:24 — Compare Translations

5 translations compared side by side

Odia - 1840
"ଯଦି ପଚାଶ ଜଣ ଧାର୍ମିକ ଲୋକ ସହେି ନଗର ରେ ଥାନ୍ତି, ତୁମ୍ଭେ କ'ଣ କରିବ?ତୁମ୍ଭେ କ'ଣ ସମ୍ପୁର୍ଣରୂପେ ସହେି ଦେଶକୁ ଧ୍ବଂସ କରିବ?ପଚ଼ାଶ ଜଣ ଧାର୍ମିକଙ୍କ ସକା ସେ କଣ ସହେି ସ୍ଥାନ ରକ୍ଷା ନକରି ସଂହାର କରିବେ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହୋଇପାରେ, ନଗର ମଧ୍ୟରେ ପଚାଶ ଜଣ ଧାର୍ମିକ ଥିବେ; ତହିଁ ମଧ୍ୟବର୍ତ୍ତୀ ପଚାଶ ଜଣ ଧାର୍ମିକଙ୍କ ସକାଶେ କି ସେହି ସ୍ଥାନ ରକ୍ଷା ନ କରି ସଂହାର କରିବେ?
Odia Bible ERV 2004 (ପବିତ୍ର ବାଇବଲ)
ଯଦି ପଗ୍ଭଶ୍ ଜଣ ଧାର୍ମିକ ଲୋକ ସେହି ନଗରରେ ଥା’ନ୍ତି, ଆପଣ କ’ଣ କରିବେ?ଆପଣ କ’ଣ ସମ୍ପୂର୍ଣ୍ଣ ରୂପେ ସେହି ଦେଶକୁ ଧ୍ୱଂସ କରିବେ? ପଗ୍ଭଶ୍ ଜଣ ଧାର୍ମିକଙ୍କ ସକାଶେ କ’ଣ ସେହି ସ୍ଥାନ ରକ୍ଷା ନ କରି ସଂହାର କରିବେ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହୋଇପାରେ, ନଗର ମଧ୍ୟରେ ପଚାଶ ଜଣ ଧାର୍ମିକ ଥିବେ; ତହିଁ ମଧ୍ୟବର୍ତ୍ତୀ ପଚାଶ ଜଣ ଧାର୍ମିକଙ୍କ ସକାଶେ କି ସେହି ସ୍ଥାନ ରକ୍ଷା ନ କରି ସଂହାର କରିବେ?
Odia IRV 2017 (ଓଡିଆ ବାଇବେଲ)
ହୋଇପାରେ, ନଗର ମଧ୍ୟରେ ପଚାଶ ଜଣ ଧାର୍ମିକ ଥିବେ; ତହିଁ ମଧ୍ୟବର୍ତ୍ତୀ ପଚାଶ ଜଣ ଧାର୍ମିକଙ୍କ ସକାଶେ କି ସେହି ସ୍ଥାନ ରକ୍ଷା ନ କରି ସଂହାର କରିବେ?