Genesis 18:25 — Compare Translations
5 translations compared side by side
Odia - 1840
"ନିଶ୍ଚଯ ତୁମ୍ଭେ ଭଲ ଲୋକଙ୍କୁ ଦୁଷ୍ଟ ଲୋକଙ୍କ ସହିତ ଧ୍ବଂସ କରିବ ନାହିଁ। ଯଦି ଏହା ହୁଏ, ତବେେ ଦୁଷ୍ଟ ଓ ଧାର୍ମିକ ଲୋକ ସମାନ ଭାବରେ ଗଣାଯିବେ। କଣ ସାରା ପୃଥିବୀର ବିଚାରକର୍ତ୍ତା ଯାହା ନ୍ଯାଯ, ତାହା କରିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦୁଷ୍ଟ ସହିତ ଧାର୍ମିକକୁ ବିନାଶ କରିବାର କର୍ମ ଆପଣଙ୍କଠାରୁ ଦୂରେ ଥାଉ ଓ ଧାର୍ମିକକୁ ଦୁଷ୍ଟର ସମାନ କରିବା ଆପଣଙ୍କଠାରୁ ଦୂରେ ଥାଉ । ସମସ୍ତ ପୃଥିବୀର ବିଚାରକର୍ତ୍ତା କି ନ୍ୟାୟ ବିଚାର କରିବେ ନାହିଁ?
Odia Bible ERV 2004 (ପବିତ୍ର ବାଇବଲ)
ନିଶ୍ଚୟ ଆପଣ ଭଲ ଲୋକଙ୍କୁ ଦୁଷ୍ଟ ଲୋକଙ୍କ ସହିତ ଧ୍ୱଂସ କରିବେ ନାହିଁ। ଯଦି ଏହା ହୁଏ, ତେବେ ଦୁଷ୍ଟ ଓ ଧାର୍ମିକ ଲୋକ ସମାନ ଭାବରେ ଗଣାଯିବେ। କ’ଣ ସାରା ପୃଥିବୀର ବିଗ୍ଭରକର୍ତ୍ତା ଯାହା ନ୍ୟାୟ, ତାହା କରିବେ ନାହିଁ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦୁଷ୍ଟ ସହିତ ଧାର୍ମିକକୁ ବିନାଶ କରିବାର କର୍ମ ଆପଣଙ୍କଠାରୁ ଦୂରେ ଥାଉ ଓ ଧାର୍ମିକକୁ ଦୁଷ୍ଟର ସମାନ କରିବା ଆପଣଙ୍କଠାରୁ ଦୂରେ ଥାଉ। ସମସ୍ତ ପୃଥିବୀର ବିଚାରକର୍ତ୍ତା କି ନ୍ୟାୟବିଚାର କରିବେ ନାହିଁ?”
Odia IRV 2017 (ଓଡିଆ ବାଇବେଲ)
ଦୁଷ୍ଟ ସହିତ ଧାର୍ମିକକୁ ବିନାଶ କରିବାର କର୍ମ ଆପଣଙ୍କଠାରୁ ଦୂରେ ଥାଉ ଓ ଧାର୍ମିକକୁ ଦୁଷ୍ଟର ସମାନ କରିବା ଆପଣଙ୍କଠାରୁ ଦୂରେ ଥାଉ। ସମସ୍ତ ପୃଥିବୀର ବିଚାରକର୍ତ୍ତା କି ନ୍ୟାୟ ବିଚାର କରିବେ ନାହିଁ?”