Genesis 18:26 — Compare Translations

5 translations compared side by side

Odia - 1840
"ଏହାପରେ ସଦାପ୍ରଭୁ କହିଲେ, ମୁଁ ଯଦି ପଚାଶ ଜଣ ଭଲ ବ୍ଯକ୍ତି ସଦୋମ ରେ ଦେଖିବି, ମୁଁ ସହେି ସହରକୁ ଧ୍ବଂସ କରିବି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସଦାପ୍ରଭୁ କହିଲେ, ଆମ୍ଭେ ଯେବେ ସଦୋମ ନଗରରେ ପଚାଶ ଜଣ ଧାର୍ମିକ ଦେଖିବା, ତେବେ ସେମାନଙ୍କ ସକାଶେ ସମସ୍ତ ସ୍ଥାନ ରକ୍ଷା କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ସଦାପ୍ରଭୁ କହିଲେ, “ମୁଁ ଯଦି ପଗ୍ଭଶ୍ ଜଣ ଭଲ ବ୍ୟକ୍ତି ସଦୋମରେ ଦେଖିବି, ମୁଁ ସେହି ସହରକୁ ଧ୍ୱଂସ କରିବି ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସଦାପ୍ରଭୁ କହିଲେ, “ଆମ୍ଭେ ଯଦି ସଦୋମ ନଗରରେ ପଚାଶ ଜଣ ଧାର୍ମିକ ଦେଖିବା, ତେବେ ସେମାନଙ୍କ ସକାଶେ ସମସ୍ତ ସ୍ଥାନ ରକ୍ଷା କରିବା।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସଦାପ୍ରଭୁ କହିଲେ, “ଆମ୍ଭେ ଯଦି ସଦୋମ ନଗରରେ ପଚାଶ ଜଣ ଧାର୍ମିକ ଦେଖିବା, ତେବେ ସେମାନଙ୍କ ସକାଶେ ସମସ୍ତ ସ୍ଥାନ ରକ୍ଷା କରିବା।”