Genesis 18:27 — Compare Translations
5 translations compared side by side
Odia - 1840
"ଏହାପରେ ଅବ୍ରହାମ କହିଲେ, ସଦାପ୍ରଭୁ ତୁମ୍ଭ ତୁଳନା ରେ ମୁଁ କବଳେ ଧୂଳି ଓ ପାଉଁଶ। କିନ୍ତୁ ମାେତେ କ୍ଷମା କର ମୁଁ ଏତେ ସାହାସୀ ହାଇେ ଆଉ ଏକ ପ୍ରଶ୍ନ ପଚାରୁଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଅବ୍ରହାମ ପ୍ରତ୍ୟୁତ୍ତର କଲେ, ଦେଖନ୍ତୁ, ମୁଁ ଧୂଳି ଓ ଭସ୍ମମାତ୍ର ହେଲେହେଁ ପ୍ରଭୁଙ୍କ ଛାମୁରେ କଥା କହିବାକୁ ପ୍ରବୃତ୍ତ ହୋଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଅବ୍ରହାମ କହିଲେ, “ସଦାପ୍ରଭୁ ଆପଣଙ୍କ ତୁଳନାରେ ମୁଁ କେବଳ ଧୂଳି ଓ ପାଉଁଶ। କିନ୍ତୁ ମୋତେ କ୍ଷମା କରନ୍ତୁ ମୁଁ ଏତେ ସାହସୀ ହୋଇ ଆଉ ଏକ ପ୍ରଶ୍ନ ପଗ୍ଭରୁଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଅବ୍ରହାମ ପ୍ରତ୍ୟୁତ୍ତର କଲେ, “ଦେଖନ୍ତୁ, ମୁଁ ଧୂଳି ଓ ଭସ୍ମମାତ୍ର ହେଲେ ହେଁ ମୋ ପ୍ରଭୁଙ୍କ ଛାମୁରେ କଥା କହିବାକୁ ପ୍ରବୃତ୍ତ ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଅବ୍ରହାମ ପ୍ରତ୍ୟୁତ୍ତର କଲେ, “ଦେଖନ୍ତୁ, ମୁଁ ଧୂଳି ଓ ଭସ୍ମମାତ୍ର ହେଲେ ହେଁ ମୋ ପ୍ରଭୁଙ୍କ ଛାମୁରେ କଥା କହିବାକୁ ପ୍ରବୃତ୍ତ ହୋଇଅଛି।