Genesis 18:28 — Compare Translations
5 translations compared side by side
Odia - 1840
"ହାଇପୋ ରେ ସହେି ପଚାଶ ଜଣଙ୍କ ମଧ୍ଯରୁ ପାଞ୍ଚଜଣ ଉଣା ହାଇପୋରନ୍ତି, ତୁମ୍ଭେ କ'ଣ ଏହି ପାଞ୍ଚଜଣଙ୍କ କାରଣରୁ ସହେି ସହରକୁ ଧ୍ବଂସ କରିବେ କି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହୋଇପାରେ, ପଚାଶ ଜଣ ଧାର୍ମିକ ମଧ୍ୟରୁ ପାଞ୍ଚ ଜଣ ଊଣା ଥିବେ; ସେହି ପାଞ୍ଚ ଜଣ ଊଣା ହେବା ସକାଶୁ କି ଆପଣ ସମସ୍ତ ନଗର ବିନଷ୍ଟ କରିବେ? ସେ କହିଲେ, ଆମ୍ଭେ ପଞ୍ଚଚାଳିଶ ଜଣ ପାଇଲେ, ତାହା ବିନଷ୍ଟ କରିବା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ହୋଇପାରେ ସେହି ପଗ୍ଭଶ୍ ଜଣଙ୍କ ମଧ୍ୟରୁ ପାଞ୍ଚ ଜଣ ଊଣା ହୋଇପାରନ୍ତି, ଆପଣ କ’ଣ ଏହି ପାଞ୍ଚ ଜଣଙ୍କ କାରଣରୁ ସେହି ସହରକୁ ଧ୍ୱଂସ କରିବେ କି?” ସଦାପ୍ରଭୁ କହିଲେ, “ଯଦି ମୁଁ ସେଠାରେ ପଇଁଗ୍ଭଳିଶ ଜଣ ଧାର୍ମିକ ଲୋକ ଦେଖେ ତେବେ ସେ ନଗରକୁ ଧ୍ୱଂସ କରିବି ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହୋଇପାରେ, ପଚାଶ ଜଣ ଧାର୍ମିକ ମଧ୍ୟରୁ ପାଞ୍ଚ ଜଣ ଊଣା ଥିବେ; ସେହି ପାଞ୍ଚ ଜଣ ଊଣା ହେବା ସକାଶୁ କି ଆପଣ ସମସ୍ତ ନଗର ବିନଷ୍ଟ କରିବେ?” ସଦାପ୍ରଭୁ କହିଲେ, “ଆମ୍ଭେ ପଞ୍ଚଚାଳିଶ ଜଣ ପାଇଲେ, ତାହା ବିନଷ୍ଟ କରିବା ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ହୋଇପାରେ, ପଚାଶ ଜଣ ଧାର୍ମିକ ମଧ୍ୟରୁ ପାଞ୍ଚ ଜଣ ଊଣା ଥିବେ; ସେହି ପାଞ୍ଚ ଜଣ ଊଣା ହେବା ସକାଶୁ କି ଆପଣ ସମସ୍ତ ନଗର ବିନଷ୍ଟ କରିବେ?” ସଦାପ୍ରଭୁ କହିଲେ, “ଆମ୍ଭେ ପଞ୍ଚଚାଳିଶ ଜଣ ପାଇଲେ, ତାହା ବିନଷ୍ଟ କରିବା ନାହିଁ।”