Genesis 18:29 — Compare Translations

5 translations compared side by side

Odia - 1840
"ଅବ୍ରହାମ ପୁଣି କହିଲେ, ତୁମ୍ଭେ ଯଦି ସଠାେରେ ଚାଳିଶ ଜଣ ଉତ୍ତମ ଲୋକ ଦେଖ ତବେେ କ'ଣ ତୁମ୍ଭେ ନଗରଟିକୁ ଧ୍ବଂସ କରିବ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ତାହାଙ୍କୁ ପୁନର୍ବାର କହିଲେ, ହୋଇପାରେ, ସେଠାରେ ଚାଳିଶ ଜଣ ମିଳିବେ । ସେ କହିଲେ, ସେହି ଚାଳିଶ ଜଣ ସକାଶୁ ତାହା କରିବା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଅବ୍ରହାମ ପୁଣି କହିଲେ, “ଆପଣ ଯଦି ସେଠାରେ ଗ୍ଭଳିଶ୍ ଜଣ ଉତ୍ତମ ଲୋକ ଦେଖନ୍ତି ତେବେ କ’ଣ ଆପଣ ନଗରଟିକୁ ଧ୍ୱଂସ କରିବେ?” ସଦାପ୍ରଭୁ ଉତ୍ତର ଦେଲେ, “ଯଦି ମୁଁ ସେଠାରେ ଗ୍ଭଳିଶ୍ ଜଣ ଧାର୍ମିକ ଲୋକ ଦେଖେ ଦେବେ ମୁଁ ସେହି ନଗରକୁ ଧ୍ୱଂସ କରିବି ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅବ୍ରହାମ ତାହାଙ୍କୁ ପୁନର୍ବାର କହିଲେ, “ହୋଇପାରେ, ସେଠାରେ ଚାଳିଶ ଜଣ ମିଳିବେ।” ସଦାପ୍ରଭୁ କହିଲେ, “ସେହି ଚାଳିଶ ଜଣ ସକାଶୁ ତାହା କରିବା ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ଅବ୍ରହାମ ତାହାଙ୍କୁ ପୁନର୍ବାର କହିଲେ, “ହୋଇପାରେ, ସେଠାରେ ଚାଳିଶ ଜଣ ମିଳିବେ।” ସଦାପ୍ରଭୁ କହିଲେ, “ସେହି ଚାଳିଶ ଜଣ ସକାଶୁ ତାହା କରିବା ନାହିଁ।”