Genesis 18:3 — Compare Translations
5 translations compared side by side
Odia - 1840
"ଅବ୍ରହାମ କହିଲେ, ମହାଶୟଗଣ, ଯଦି ତୁମ୍ଭମାନେେ ମାେ ଉପରେ ସନ୍ତୁଷ୍ଟ ଦୟାକରି ତୁମ୍ଭର ଦାସ ନିକଟରେ କିଛି କ୍ଷଣ ରୁହ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ପ୍ରଭୋ, ନିବେଦନ କରୁଅଛି, ଯେବେ ମୋʼ ପ୍ରତି ଅନୁଗ୍ରହ କରିବା ହେଲେ, ତେବେ ଏହି ଦାସର ସ୍ଥାନରୁ ଯିବେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଅବ୍ରହାମ କହିଲେ, “ମହାଶୟଗଣ, ଯଦି ତୁମ୍ଭେମାନେ ମୋ’ ଉପରେ ସନ୍ତୁଷ୍ଟ, ଦୟାକରି ତୁମ୍ଭର ଦାସ ନିକଟରେ କିଛି କ୍ଷଣ ରୁହ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ହେ ପ୍ରଭୋ, ନିବେଦନ କରୁଅଛି, ମହାଶୟଗଣ, ଯଦି ତୁମ୍ଭେମାନେ ମୋ ଉପରେ ସନ୍ତୁଷ୍ଟ ଅଛନ୍ତି, ତେବେ ଏହି ଦାସର ସ୍ଥାନରେ (ଏଠାରେ) କିଛି ସମୟ ରୁହନ୍ତୁ।
Odia IRV 2017 (ଓଡିଆ ବାଇବେଲ)
“ହେ ପ୍ରଭୁ, ନିବେଦନ କରୁଅଛି, ମହାଶୟଗଣ, ଯଦି ତୁମ୍ଭେମାନେ ମୋ ଉପରେ ସନ୍ତୁଷ୍ଟ ଅଛନ୍ତି, ତେବେ ଏହି ଦାସର ସ୍ଥାନରେ (ଏଠାରେ) କିଛି ସମୟ ରୁହନ୍ତୁ।