Genesis 18:30 — Compare Translations

5 translations compared side by side

Odia - 1840
"ଏହାପରେ ଅବ୍ରହାମ କହିଲେ, ହେ ସଦାପ୍ରଭୁ ମାେ ପ୍ରତି କୋର୍ଧ କରନ୍ତୁ ନାହିଁ। ତୁମ୍ଭକୁ ଏହି କଥା ପଚାରିବାକୁ ଦିଅ। ଯଦି ତିରିଶ ଜଣ ଧାର୍ମିକଲୋକ ଥାନ୍ତି, ତବେେ କ'ଣ ସହେି ନଗର ଧ୍ବଂସ କରିବେ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁନର୍ବାର ସେ କହିଲେ, ପ୍ରଭୁ ବିରକ୍ତ ନୋହିଲେ ଆହୁରି କଥାଏ କହିବି; ହୋଇପାରେ, ସେଠାରେ ତିରିଶ ଜଣ ମିଳିବେ । ସେ କହିଲେ, ତିରିଶ ଜଣ ପାଇଲେ, ତାହା କରିବା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଅବ୍ରହାମ କହିଲେ, “ହେ ସଦାପ୍ରଭୁ, ମୋ’ ପ୍ରତି କ୍ରୋଧ କରନ୍ତୁ ନାହିଁ। ଆପଣଙ୍କୁ ଏହି କଥା ପଗ୍ଭରିବାକୁ ଦିଅନ୍ତୁ। ଯଦି ତିରିଶ୍ ଜଣ ଧାର୍ମିକ ଲୋକ ଥା’ନ୍ତି, ତେବେ କ’ଣ ସେହି ନଗର ଧ୍ୱଂସ କରିବେ?” ସଦାପ୍ରଭୁ ଉତ୍ତର ଦେଲେ, “ଯଦି ମୁଁ ତିରିଶ୍ ଜଣ ଧାର୍ମିକ ଲୋକ ପାଏ, ତେବେ ମୁଁ ସେହି ନଗର ଧ୍ୱଂସ କରିବି ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁନର୍ବାର ଅବ୍ରହାମ କହିଲେ, “ପ୍ରଭୁ ବିରକ୍ତ ନୋହିଲେ ଆହୁରି କଥାଟିଏ କହିବି; ହୋଇପାରେ, ସେଠାରେ ତିରିଶ ଜଣ ମିଳିବେ।” ସଦାପ୍ରଭୁ କହିଲେ, “ତିରିଶ ଜଣ ପାଇଲେ, ତାହା କରିବା ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ପୁନର୍ବାର ଅବ୍ରହାମ କହିଲେ, “ପ୍ରଭୁ ବିରକ୍ତ ନୋହିଲେ ଆହୁରି କଥାଟିଏ କହିବି; ହୋଇପାରେ, ସେଠାରେ ତିରିଶ ଜଣ ମିଳିବେ।” ସଦାପ୍ରଭୁ କହିଲେ, “ତିରିଶ ଜଣ ପାଇଲେ, ତାହା କରିବା ନାହିଁ।”