Genesis 18:31 — Compare Translations
5 translations compared side by side
Odia - 1840
"ଏହାପରେ ଅବ୍ରହାମ କହିଲେ, ମୁଁ ତୁମ୍ଭଙ୍କୁ କଷ୍ଟ ଦଇେ ପୁନର୍ବାର ପଚାରିବି କି। ଯଦି କୋଡ଼ିଏ ଜଣ ଧାର୍ମିକ ଲୋକ ଥାନ୍ତି, ତବେେ କଣ ତୁମ୍ଭେ ନଗରକୁ ଧ୍ବଂସ କରିବ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ କହିଲେ, ଦେଖନ୍ତୁ, ପ୍ରଭୁଙ୍କ ଛାମୁରେ ମୁଁ ପୁନର୍ବାର କଥା କହିବାକୁ ପ୍ରବୃତ୍ତ ହୋଇଅଛି; ହୋଇପାରେ, ସେଠାରେ କୋଡ଼ିଏ ଜଣ ମିଳିବେ । ସେ କହିଲେ, ସେହି କୋଡ଼ିଏ ଜଣ ସକାଶୁ ଆମ୍ଭେ ତାହା ବିନଷ୍ଟ କରିବା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଅବ୍ରହାମ କହିଲେ, “ମୁଁ ଆପଣଙ୍କୁ କଷ୍ଟ ଦେଇ ପୁନର୍ବାର ପଗ୍ଭରିବି କି? ଯଦି କୋଡ଼ିଏ ଜଣ ଧାର୍ମିକ ଲୋକ ଥା’ନ୍ତି, ତେବେ କ’ଣ ଆପଣ ନଗରକୁ ଧ୍ୱଂସ କରିବେ?” ସଦାପ୍ରଭୁ ଉତ୍ତର ଦେଲେ, “ଯଦି କୋଡ଼ିଏ ଜଣ ଧାର୍ମିକ ଲୋକ ଥା’ନ୍ତି, ତେବେ ମୁଁ ନଗରକୁ ଧ୍ୱଂସ କରିବି ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅବ୍ରହାମ କହିଲେ, “ଦେଖନ୍ତୁ, ପ୍ରଭୁଙ୍କ ଛାମୁରେ ମୁଁ ପୁନର୍ବାର କଥା କହିବାକୁ ପ୍ରବୃତ୍ତ ହୋଇଅଛି; ହୋଇପାରେ, ସେଠାରେ କୋଡ଼ିଏ ଜଣ ମିଳିବେ।” ସଦାପ୍ରଭୁ କହିଲେ, “ସେହି କୋଡ଼ିଏ ଜଣ ସକାଶୁ ଆମ୍ଭେ ତାହା ବିନଷ୍ଟ କରିବା ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ଅବ୍ରହାମ କହିଲେ, “ଦେଖନ୍ତୁ, ପ୍ରଭୁଙ୍କ ଛାମୁରେ ମୁଁ ପୁନର୍ବାର କଥା କହିବାକୁ ପ୍ରବୃତ୍ତ ହୋଇଅଛି; ହୋଇପାରେ, ସେଠାରେ କୋଡ଼ିଏ ଜଣ ମିଳିବେ।” ସଦାପ୍ରଭୁ କହିଲେ, “ସେହି କୋଡ଼ିଏ ଜଣ ସକାଶୁ ଆମ୍ଭେ ତାହା ବିନଷ୍ଟ କରିବା ନାହିଁ।”