Genesis 18:32 — Compare Translations
5 translations compared side by side
Odia - 1840
"ଏହାପରେ ଅବ୍ରହାମ କହିଲେ, ସଦାପ୍ରଭୁ ମାେ ଉପରେ କୋରଧ କରନ୍ତୁ ନାହିଁ। ମାେତେ ଶଷେ ଥର ପାଇଁ ଅନୁମତି ମିଳୁ। ଯଦି ତୁମ୍ଭେ ସଠାେରେ ଦଶଜଣ ଉତ୍ତମ ଲୋକ ଦେଖ ତବେେ କ'ଣ ତୁମ୍ଭେ ଏପରି କରିବ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ କହିଲେ; ପ୍ରଭୁ ବିରକ୍ତ ନୋହିଲେ ଆଉ ଥରେ ମାତ୍ର କହିବି; ହୋଇପାରେ, ସେଠାରେ ଦଶ ଜଣ ମିଳିବେ । ସେ କହିଲେ, ସେହି ଦଶ ଜଣ ସକାଶୁ ଆମ୍ଭେ ତାହା ବିନଷ୍ଟ କରିବା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଅବ୍ରହାମ କହିଲେ, “ସଦାପ୍ରଭୁ ମୋ’ ଉପରେ କ୍ରୋଧ କରନ୍ତୁ ନାହିଁ। ମୋତେ ଶେଷ ଥର ପାଇଁ ଅନୁମତି ମିଳୁ। ଯଦି ଆପଣ ସେଠାରେ ଦଶ ଜଣ ଉତ୍ତମ ଲୋକ ଦେଖନ୍ତି ତେବେ କ’ଣ ଆପଣ ଏପରି କରିବେ?” ସଦାପ୍ରଭୁ କହିଲେ, “ଯଦି ଦଶ ଜଣ ଉତ୍ତମ ଲୋକ ଥା’ନ୍ତି ତେବେ ସେହି ସହରକୁ ବିନଷ୍ଟ କରିବି ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅବ୍ରହାମ କହିଲେ, “ପ୍ରଭୁ ବିରକ୍ତ ନୋହିଲେ ଆଉ ଥରେ ମାତ୍ର କହିବି; ହୋଇପାରେ, ସେଠାରେ ଦଶ ଜଣ ମିଳିବେ।” ସଦାପ୍ରଭୁ କହିଲେ, “ସେହି ଦଶ ଜଣ ସକାଶୁ ଆମ୍ଭେ ତାହା ବିନଷ୍ଟ କରିବା ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ଅବ୍ରହାମ କହିଲେ, “ପ୍ରଭୁ ବିରକ୍ତ ନୋହିଲେ ଆଉ ଥରେ ମାତ୍ର କହିବି; ହୋଇପାରେ, ସେଠାରେ ଦଶ ଜଣ ମିଳିବେ।” ସଦାପ୍ରଭୁ କହିଲେ, “ସେହି ଦଶ ଜଣ ସକାଶୁ ଆମ୍ଭେ ତାହା ବିନଷ୍ଟ କରିବା ନାହିଁ।”