Genesis 18:33 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ଅବ୍ରହାମଙ୍କ ସହିତ କଥା ଶଷେ କଲାପରେ, ସଦାପ୍ରଭୁ ସଠାରୁେ ବିଦାଯ ନେଲେ ଓ ଏହାପରେ ଅବ୍ରହାମ ତାଙ୍କ ତମ୍ବୁକୁ ଫରେିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ସଦାପ୍ରଭୁ ଅବ୍ରହାମଙ୍କ ସହିତ ଏପ୍ରକାର କଥୋପକଥନ ସମାପନ କରି ପ୍ରସ୍ଥାନ କଲେ, ପୁଣି ଅବ୍ରହାମ ହିଁ ସ୍ଵସ୍ଥାନକୁ ଫେରିଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଅବ୍ରହାମଙ୍କ ସହିତ କଥା ଶେଷ କଲାପରେ, ସଦାପ୍ରଭୁ ସେଠାରୁ ବିଦାୟ ନେଲେ ଓ ଏହା ପରେ ଅବ୍ରହାମ ତାଙ୍କ ତମ୍ବୁକୁ ଫେରିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ସଦାପ୍ରଭୁ ଅବ୍ରହାମଙ୍କ ସହିତ ଏପ୍ରକାର କଥୋପକଥନ ସମାପନ କରି ପ୍ରସ୍ଥାନ କଲେ, ପୁଣି, ଅବ୍ରହାମ ମଧ୍ୟ ସ୍ୱ ସ୍ଥାନକୁ ଫେରିଗଲେ।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ସଦାପ୍ରଭୁ ଅବ୍ରହାମ‌ଙ୍କ ସହିତ ଏପ୍ରକାର କଥୋପକଥନ ସମାପନ କରି ପ୍ରସ୍ଥାନ କଲେ, ପୁଣି, ଅବ୍ରହାମ ମଧ୍ୟ ସ୍ୱସ୍ଥାନକୁ ଫେରିଗଲେ।