Genesis 18:4 — Compare Translations

5 translations compared side by side

Odia - 1840
"ମୁଁ କିଛି ଜଳ ରେ ଆପଣମାନଙ୍କୁ ପଦଧେ ୗତ କରିବି ଓ ଆପଣମାନେ ଏହି ବୃକ୍ଷ ମୂଳ ରେ ଟିକେ ବିଶ୍ରାମ କରନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବିନୟ କରୁଅଛି, ଅଳ୍ପ ଜଳ ଅଣାଇ ଦେଉଅଛି, ଆପଣମାନେ ପାଦ ପ୍ରକ୍ଷାଳନ କରି ଏହି ବୃକ୍ଷ ତଳେ ବିଶ୍ରାମ କରନ୍ତୁ
Odia Bible ERV 2004 (ପବିତ୍ର ବାଇବଲ)
ମୁଁ କିଛି ଜଳରେ ଆପଣମାନଙ୍କୁ ପଦଧୌତ କରିବି ଓ ଆପଣମାନେ ଏହି ବୃକ୍ଷମୂଳରେ ଟିକେ ବିଶ୍ରାମ କରନ୍ତୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବିନୟ କରୁଅଛି, ମୋତେ ଅଳ୍ପ ଜଳ ଆଣିବାକୁ ଦିଅନ୍ତୁ ପୁଣି, ଆପଣମାନେ ପାଦ ପ୍ରକ୍ଷାଳନ କରି ଏହି ବୃକ୍ଷ ତଳେ ବିଶ୍ରାମ କରନ୍ତୁ
Odia IRV 2017 (ଓଡିଆ ବାଇବେଲ)
ବିନୟ କରୁଅଛି, ମୋତେ ଅଳ୍ପ ଜଳ ଆଣିବାକୁ ଦିଅନ୍ତୁ ପୁଣି, ଆପଣମାନେ ପାଦ ପ୍ରକ୍ଷାଳନ କରି ଏହି ବୃକ୍ଷ ତଳେ ବିଶ୍ରାମ କରନ୍ତୁ