Genesis 18:6 — Compare Translations
5 translations compared side by side
Odia - 1840
"ଅବ୍ରହାମ ଶିଘ୍ର ତମ୍ବୁ ଭିତରକୁ ପ୍ରବେଶ କରି ସାରାକୁ କହିଲେ, ତିନି ସରେ ଉତ୍ତମ ମଇଦା ନଇେ ଛାଣି ଶିଘ୍ର ରୋଟି ପ୍ରସ୍ତୁତ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଅବ୍ରହାମ ଶୀଘ୍ର ତମ୍ଵୁ ଗୃହକୁ ସାରା ନିକଟକୁ ଯାଇ କହିଲେ, ତିନି ସେର ଉତ୍ତମ ମଇଦା ନେଇ ଛାଣି ଶୀଘ୍ର ରୋଟୀ ପ୍ରସ୍ତୁତ କର ।
Odia Bible ERV 2004 (ପବିତ୍ର ବାଇବଲ)
ଅବ୍ରହାମ ଶୀଘ୍ର ତମ୍ବୁ ଭିତରକୁ ପ୍ରବେଶ କରି ସାରାକୁ କହିଲେ, “ତିନି ସେର ଉତ୍ତମ ମଇଦା ନେଇ ଛାଣି ଶୀଘ୍ର ରୋଟୀ ପ୍ରସ୍ତୁତ କର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଅବ୍ରହାମ ଶୀଘ୍ର ତମ୍ବୁଗୃହକୁ ସାରା ନିକଟକୁ ଯାଇ କହିଲେ, “ତିନି ସେର ଉତ୍ତମ ମଇଦା ନେଇ ଛାଣି ଶୀଘ୍ର ରୁଟି ପ୍ରସ୍ତୁତ କର।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଅବ୍ରହାମ ଶୀଘ୍ର ତମ୍ବୁ ଗୃହକୁ ସାରା ନିକଟକୁ ଯାଇ କହିଲେ, “ତିନି ସେର ଉତ୍ତମ ମଇଦା ନେଇ ଛାଣି ଶୀଘ୍ର ରୁଟି ପ୍ରସ୍ତୁତ କର।”