Genesis 18:8 — Compare Translations
5 translations compared side by side
Odia - 1840
"ଅବ୍ରହାମ କିଛି ରନ୍ଧା ମାଂସ, କିଛି ରୋଟି, ଦୁଗ୍ଧ କିଛି ଛନୋ ଆଣି ସହେି ତିନି ଲୋକଙ୍କ ସମ୍ମୁଖ ରେ ରଖିଲେ। ଅବ୍ରହାମ ତାଙ୍କ ନିକଟରେ ଛିଡ଼ା ହାଇେ ଖାଇବାକୁ ନିବଦନେ କଲେ। ସମାନେେ ସହେି ବୃକ୍ଷ ମୂଳେ ତାହା ଭୋଜନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ସେ ଦଧି, ଦୁଗ୍ଧ ଓ ପକ୍ଵ ଗୋବତ୍ସ ଆଣି ସେମାନଙ୍କ ନିକଟରେ ରଖିଲେ, ପୁଣି ସେମାନଙ୍କ ଭୋଜନ ସମୟରେ ବୃକ୍ଷ ମୂଳେ ସେମାନଙ୍କ ନିକଟରେ ଛିଡ଼ା ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଅବ୍ରହାମ କିଛି ରନ୍ଧା ମାଂସ, କିଛି ରୋଟୀ, ଦୁଗ୍ଧ କିଛି ଛେନା ଆଣି ସେହି ତିନି ଲୋକଙ୍କ ସମ୍ମୁଖରେ ରଖିଲେ। ଅବ୍ରହାମ ତାଙ୍କ ନିକଟରେ ଛିଡ଼ା ହୋଇ ଖାଇବାକୁ ନିବେଦନ କଲେ। ସେମାନେ ସେହି ବୃକ୍ଷମୂଳେ ତାହା ଭୋଜନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ସେ ଦହି, ଦୁଗ୍ଧ ଓ ପକ୍ୱ ଗୋବତ୍ସ ଆଣି ସେମାନଙ୍କ ନିକଟରେ ରଖିଲେ, ପୁଣି, ସେମାନଙ୍କ ଭୋଜନ ସମୟରେ ବୃକ୍ଷ ମୂଳେ ସେମାନଙ୍କ ନିକଟରେ ଛିଡ଼ା ହେଲେ।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ସେ ଦହି, ଦୁଗ୍ଧ ଓ ପକ୍ୱ ଗୋବତ୍ସ ଆଣି ସେମାନଙ୍କ ନିକଟରେ ରଖିଲେ, ପୁଣି, ସେମାନଙ୍କ ଭୋଜନ ସମୟରେ ବୃକ୍ଷ ମୂଳେ ସେମାନଙ୍କ ନିକଟରେ ଛିଡ଼ା ହେଲେ।