Genesis 19:1 — Compare Translations

5 translations compared side by side

Odia - 1840
"ସହେି ସଂଧ୍ଯା ରେ ଦୁଇଜଣ ସ୍ବର୍ଗଦୂତ ସଦୋମ ରେ ଉପସ୍ଥିତ ହେଲେ। ସହେି ସମୟରେ ଲୋଟ ନଗରଦ୍ବାର ଫାଟକ ନିକଟରେ ବସିଥିଲେ। ସେ ଯେତବେେଳେ ସ୍ବର୍ଗଦୂତଙ୍କୁ ଦେଖିଲେ, ସେ ଉଠିଲେ ଏବଂ ତାଙ୍କୁ ସାକ୍ଷାତ କରିବାକୁ ଗଲେ। ସେ ଭକ୍ତିଭାବରେ ସମାନଙ୍କେୁ ପ୍ରଣାମ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସନ୍ଧ୍ୟା ବେଳେ ସେହି ଦୁଇ ସ୍ଵର୍ଗଦୂତ ସଦୋମରେ ଉପସ୍ଥିତ ହେଲେ; ସେତେବେଳେ ଲୋଟ ସଦୋମ ନଗରର ଦ୍ଵାରରେ ଉପବିଷ୍ଟ ଥିବାରୁ ସେମାନଙ୍କୁ ଦେଖି ସେମାନଙ୍କ ସହିତ ସାକ୍ଷାତ କରିବାକୁ ଉଠିଲା, ପୁଣି ଭୂମିଷ୍ଠ ପ୍ରଣାମ କରି କହିଲା
Odia Bible ERV 2004 (ପବିତ୍ର ବାଇବଲ)
ଲୋଟର ପରିଦର୍ଶକମାନେ ସେହି ସନ୍ଧ୍ୟାରେ ଦୁଇଜଣ ସ୍ୱର୍ଗଦୂତ ସଦୋମରେ ଉପସ୍ଥିତ ହେଲେ। ସେହି ସମୟରେ ଲୋଟ ନଗରଦ୍ୱାର ଫାଟକ ନିକଟରେ ବସିଥିଲେ। ସେ ଯେତେବେଳେ ସ୍ୱର୍ଗଦୂତଙ୍କୁ ଦେଖିଲେ, ସେ ଉଠିଲେ ଏବଂ ତାଙ୍କୁ ସାକ୍ଷାତ କରିବାକୁ ଗଲେ। ସେ ଭକ୍ତିଭାବରେ ସେମାନଙ୍କୁ ପ୍ରଣାମ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସନ୍ଧ୍ୟା ବେଳେ ସେହି ଦୁଇ ସ୍ୱର୍ଗଦୂତ ସଦୋମରେ ଉପସ୍ଥିତ ହେଲେ; ସେତେବେଳେ ଲୋଟ ସଦୋମ ନଗରର ଦ୍ୱାରରେ ଉପବିଷ୍ଟ ଥିବାରୁ ସେମାନଙ୍କୁ ଦେଖି ସେମାନଙ୍କ ସହିତ ସାକ୍ଷାତ କରିବାକୁ ଉଠିଲା, ପୁଣି, ଭୂମିଷ୍ଠ ପ୍ରଣାମ କରି କହିଲା
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସନ୍ଧ୍ୟା ବେଳେ ସେହି ଦୁଇ ସ୍ୱର୍ଗଦୂତ ସଦୋମରେ ଉପସ୍ଥିତ ହେଲେ; ସେତେବେଳେ ଲୋଟ ସଦୋମ ନଗରର ଦ୍ୱାରରେ ଉପବିଷ୍ଟ ଥିବାରୁ ସେମାନଙ୍କୁ ଦେଖି ସେମାନଙ୍କ ସହିତ ସାକ୍ଷାତ କରିବାକୁ ଉଠିଲା, ପୁଣି, ଭୂମିଷ୍ଠ ପ୍ରଣାମ କରି କହିଲା