Genesis 19:10 — Compare Translations

5 translations compared side by side

Odia - 1840
"ମାତ୍ର ସହେି ଦୁଇଜଣ ଲୋକ ହାତ ବଢ଼ାଇ ଲୋଟକୁ ଭିତରକୁ ନଇେ କବାଟ ବନ୍ଦ କରି ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସେହି ଦୁଇ ଜଣ ହସ୍ତ ବଢ଼ାଇ ଲୋଟକୁ ଗୃହ ମଧ୍ୟରେ ଆପଣାମାନଙ୍କ ନିକଟକୁ ଟାଣି ନେଇ ଦ୍ଵାର ବନ୍ଦ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ସେହି ଦୁଇଜଣ ଲୋକ ହାତ ବଢ଼ାଇ ଲୋଟକୁ ଭିତରକୁ ନେଇ କବାଟ ବନ୍ଦ କରିଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସେହି ଦୁଇ ଜଣ ହସ୍ତ ବଢ଼ାଇ ଲୋଟକୁ ଗୃହ ମଧ୍ୟରେ ଆପଣାମାନଙ୍କ ନିକଟକୁ ଟାଣି ନେଇ ଦ୍ୱାର ବନ୍ଦ କଲେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସେହି ଦୁଇ ଜଣ ହସ୍ତ ବଢ଼ାଇ ଲୋଟକୁ ଗୃହ ମଧ୍ୟରେ ଆପଣାମାନଙ୍କ ନିକଟକୁ ଟାଣି ନେଇ ଦ୍ୱାର ବନ୍ଦ କଲେ।