Genesis 19:11 — Compare Translations

5 translations compared side by side

Odia - 1840
"ତା'ପରେ ବାହା ରେ ଥିବା ସମସ୍ତ ଲୋକ ବୃଦ୍ଧ ଓ ୟୁବା ଅନ୍ଧ ହାଇଗେଲେ। ତେଣୁ ସଇେ ଲୋକମାନେ ଘରର ଫାଟକ ପାଇଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଦ୍ଵାର ନିକଟବର୍ତ୍ତୀ ସାନ ଓ ବଡ଼ ସମସ୍ତଙ୍କୁ ଅନ୍ଧ କରାଇଲେ; ତହିଁରେ ସେମାନେ ଦ୍ଵାର ଖୋଜୁ ଖୋଜୁ ପରିଶ୍ରା; ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ବାହାରେ ଥିବା ସମସ୍ତ ଯୁବା ଓ ବୃଦ୍ଧ ଲୋକ ଅନ୍ଧ ହୋଇଗଲେ। ତେଣୁ ସେଇ ଲୋକମାନେ ଘରର ଫାଟକ ପାଇଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଦ୍ୱାର ନିକଟବର୍ତ୍ତୀ ସାନ ଓ ବଡ଼ ସମସ୍ତଙ୍କୁ ଅନ୍ଧ କରାଇଲେ; ତହିଁରେ ସେମାନେ ଦ୍ୱାର ଖୋଜୁ ଖୋଜୁ ପରିଶ୍ରାନ୍ତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଦ୍ୱାର ନିକଟବର୍ତ୍ତୀ ସାନ ଓ ବଡ଼ ସମସ୍ତଙ୍କୁ ଅନ୍ଧ କରାଇଲେ; ତହିଁରେ ସେମାନେ ଦ୍ୱାର ଖୋଜୁ ଖୋଜୁ ପରିଶ୍ରାନ୍ତ ହେଲେ।