Genesis 19:12 — Compare Translations

5 translations compared side by side

Odia - 1840
"ସହେି ଦୁଇ ଜଣ ଲୋଟକୁ କହିଲେ, ତୁମ୍ଭ ପରିବାରର ଅନ୍ୟ କୌଣସି ଲୋକ ଏହି ସହର ରେ ବାସ କରୁଛନ୍ତି କି? ତୁମ୍ଭର ଆଉ ପୁଅ, ଝିଅ, ଜ୍ବାଇଁ ଅଛନ୍ତି କି? ତବେେ ଶିଘ୍ର ଏ ସ୍ଥାନ ପରିତ୍ଯାଗ କରିବା ପାଇଁ ତାଙ୍କୁ କୁହନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସେହି ବ୍ୟକ୍ତିମାନେ ଲୋଟକୁ କହିଲେ, ଏସ୍ଥାନରେ ତୁମ୍ଭର ଆଉ କିଏ କିଏ ଅଛନ୍ତି? ଜୁଆଁଇ ଓ ତୁମ୍ଭର ପୁତ୍ରକନ୍ୟାଦି ଯେତେ ଲୋକ ଏ ନଗରରେ ଅଛନ୍ତି, ସେ ସମସ୍ତଙ୍କୁ ଏସ୍ଥାନରୁ ନେଇଯାଅ;
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ସଦୋମରୁ ପଳାୟନ କଲେ ସେହି ଦୁଇ ଜଣ ଲୋଟକୁ କହିଲେ, “ତୁମ୍ଭ ପରିବାରର ଅନ୍ୟ କୌଣସି ଲୋକ ଏହି ସହରରେ ବାସ କରୁଛନ୍ତି କି? ତୁମ୍ଭର ଆଉ ପୁଅ, ଝିଅ, ଜ୍ୱାଇଁ ଅଛନ୍ତି କି? ତେବେ ଶୀଘ୍ର ଏ ସ୍ଥାନ ପରିତ୍ୟାଗ କରିବା ପାଇଁ ତାଙ୍କୁ କୁହ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସେହି ବ୍ୟକ୍ତିମାନେ ଲୋଟକୁ କହିଲେ, “ଏହି ସ୍ଥାନରେ ତୁମ୍ଭର ଆଉ କିଏ କିଏ ଅଛନ୍ତି? ଜୁଆଁଇ ଓ ତୁମ୍ଭର ପୁତ୍ରକନ୍ୟାଦି ଯେତେ ଲୋକ ଏହି ନଗରରେ ଅଛନ୍ତି, ସେ ସମସ୍ତଙ୍କୁ ଏହି ସ୍ଥାନରୁ ନେଇଯାଅ;
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସେହି ବ୍ୟକ୍ତିମାନେ ଲୋଟକୁ କହିଲେ, “ଏସ୍ଥାନରେ ତୁମ୍ଭର ଆଉ କିଏ କିଏ ଅଛନ୍ତି? ଜୁଆଁଇ ଓ ତୁମ୍ଭର ପୁତ୍ରକନ୍ୟାଦି ଯେତେ ଲୋକ ଏ ନଗରରେ ଅଛନ୍ତି, ସେ ସମସ୍ତଙ୍କୁ ଏସ୍ଥାନରୁ ନେଇଯାଅ;