Genesis 19:13 — Compare Translations

5 translations compared side by side

Odia - 1840
"ଆମ୍ଭେ ବର୍ତ୍ତମାନ ଏହି ସହରକୁ ଧ୍ବଂସ କରିବାକୁ ଯାଉଛୁ। ସଦାପ୍ରଭୁ ପରମେଶ୍ବର ଜାଣନ୍ତି ଏହି ଦେଶ କେତେ ଖରାପ ଏବଂ ଏହି ନଗର ଧ୍ବଂସ କରିବା ପାଇଁ ଆମ୍ଭକୁ ପଠାଇଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେହେତୁ ଆମ୍ଭେମାନେ ଏ ସ୍ଥାନ ଉଚ୍ଛିନ୍ନ କରିବା । ସଦାପ୍ରଭୁଙ୍କ ଛାମୁରେ ଏ ନଗର ବିରୁଦ୍ଧରେ ମହାକ୍ରନ୍ଦନ ଉଠିଅଛି, ଏଣୁ ସଦାପ୍ରଭୁ ଏହି ନଗର ଉଚ୍ଛିନ୍ନ କରିବା ପାଇଁ ଆମ୍ଭମାନଙ୍କୁ ପଠାଇ ଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ବର୍ତ୍ତମାନ ଏହି ସହରକୁ ଧ୍ୱଂସ କରିବାକୁ ଯାଉଛୁ। ସଦାପ୍ରଭୁ ପରମେଶ୍ୱର ଜାଣନ୍ତି ଏହି ସହର କେତେ ଖରାପ ଏବଂ ଏହି ନଗର ଧ୍ୱଂସ କରିବା ପାଇଁ ଆମ୍ଭକୁ ପଠାଇଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେହେତୁ ଆମ୍ଭେମାନେ ଏହି ସ୍ଥାନ ଉଚ୍ଛିନ୍ନ କରିବା। ସଦାପ୍ରଭୁଙ୍କ ଛାମୁରେ ଏହି ନଗର ବିରୁଦ୍ଧରେ ମହାକ୍ରନ୍ଦନ ଉଠିଅଛି, ଏଣୁ ସଦାପ୍ରଭୁ ଏହି ନଗର ଉଚ୍ଛିନ୍ନ କରିବା ପାଇଁ ଆମ୍ଭମାନଙ୍କୁ ପଠାଇଅଛନ୍ତି।”
Odia IRV 2017 (ଓଡିଆ ବାଇବେଲ)
ଯେହେତୁ ଆମ୍ଭେମାନେ ଏ ସ୍ଥାନ ଉଚ୍ଛିନ୍ନ କରିବା। ସଦାପ୍ରଭୁଙ୍କ ଛାମୁରେ ଏ ନଗର ବିରୁଦ୍ଧରେ ମହାକ୍ରନ୍ଦନ ଉଠିଅଛି, ଏଣୁ ସଦାପ୍ରଭୁ ଏହି ନଗର ଉଚ୍ଛିନ୍ନ କରିବା ପାଇଁ ଆମ୍ଭମାନଙ୍କୁ ପଠାଇ ଅଛନ୍ତି।”