Genesis 19:14 — Compare Translations

5 translations compared side by side

Odia - 1840
"ତେଣୁ ଲୋଟ ବାହାରକୁ ୟାଇ ତାଙ୍କର ଜ୍ବାଇଁଙ୍କୁ କହିଲେ, ଶିଘ୍ର ଏ ସହର ପରିତ୍ଯାଗ କର! ପରମେଶ୍ବର ଖୁବଶିଘ୍ର ଏହି ସହର ଧ୍ବଂସ କରିବେ। କିନ୍ତୁ ସହେି ଲୋକମାନେ ଭାବିଲେ ଲୋଟ ସମାନଙ୍କେ ସହିତ ଥଟ୍ଟା ହେଉଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଲୋଟ ବାହାରକୁ ଯାଇ ଆପଣା କନ୍ୟାମାନଙ୍କ ସହିତ ବିବାହ କରିବାକୁ ଉଦ୍ୟତ ଜୁଆଁଇମାନଙ୍କୁ କହିଲା, ଉଠ, ଏଠାରୁ ବାହାର ହୁଅ, ସଦାପ୍ରଭୁ ଏ ନଗର ଉଚ୍ଛିନ୍ନ କରିବେ; ମାତ୍ର ଜୁଆଁଇମାନେ ତାହାକୁ ପରିହାସକ ପରି ମଣିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଲୋଟ ବାହାରକୁ ଯାଇ ତାଙ୍କର ଜ୍ୱାଇଁଙ୍କୁ କହିଲେ, “ଶୀଘ୍ର ଏ ସହର ପରିତ୍ୟାଗ କର! ପରମେଶ୍ୱର ଖୁବ୍ ଶୀଘ୍ର ଏହି ସହର ଧ୍ୱଂସ କରିବେ।” କିନ୍ତୁ ସେହି ଲୋକମାନେ ଭାବିଲେ ଲୋଟ ସେମାନଙ୍କ ସହିତ ଥଟ୍ଟା ହେଉଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଲୋଟ ବାହାରକୁ ଯାଇ ଆପଣା କନ୍ୟାମାନଙ୍କ ସହିତ ବିବାହ କରିବାକୁ ଉଦ୍ୟତ ଜୁଆଁଇମାନଙ୍କୁ କହିଲା, “ଉଠ, ଏଠାରୁ ବାହାର ହୁଅ, ସଦାପ୍ରଭୁ ଏହି ନଗର ଉଚ୍ଛିନ୍ନ କରିବେ,” ମାତ୍ର ଜୁଆଁଇମାନେ ତାହାକୁ ପରିହାସକ ପରି ମଣିଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ଲୋଟ ବାହାରକୁ ଯାଇ ଆପଣା କନ୍ୟାମାନଙ୍କ ସହିତ ବିବାହ କରିବାକୁ ଉଦ୍ୟତ ଜୁଆଁଇମାନଙ୍କୁ କହିଲା, “ଉଠ, ଏଠାରୁ ବାହାର ହୁଅ, ସଦାପ୍ରଭୁ ଏ ନଗର ଉଚ୍ଛିନ୍ନ କରିବେ,” ମାତ୍ର ଜୁଆଁଇମାନେ ତାହାକୁ ପରିହାସକ ପରି ମଣିଲେ।