Genesis 19:15 — Compare Translations

5 translations compared side by side

Odia - 1840
"ତା'ପରଦିନ ସୁର୍ େଯ୍ଯାଦଯ ପୂର୍ବରୁ ଦୂତମାନେ ଲୋଟକୁ ତପ୍ତର କରାଇ କହିଲେ, ୟାଅ, ତୁମ୍ଭର ସ୍ତ୍ରୀ ଏବଂ ଦୁଇ ଝିଅ ସହିତ ଏସ୍ଥାନ ପରିତ୍ଯାଗ କର, ଯେଉଁମାନେ ତୁମ୍ଭ ସହିତ ରହୁଛନ୍ତି। ତାହାଲେ ତୁମ୍ଭେ ଧ୍ବଂସ ପାଇବ ନାହିଁ, ଯେତବେେଳେ ଏହି ନଗର ଦଣ୍ଡିତ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆରଦିନ ପ୍ରଭାତ ହୁଅନ୍ତେ, ଦୂତମାନେ ଲୋଟକୁ ଚଞ୍ଚଳ କରାଇ କହିଲେ, ଉଠ, ଆପଣାର ଭାର୍ଯ୍ୟା ଓ ଏହି ଯେଉଁ ଦୁଇ କନ୍ୟା ଏଠାରେ ଅଛନ୍ତି, ସେମାନଙ୍କୁ ଘେନିଯାଅ; ନୋହିଲେ ନଗରର ଦଣ୍ତରେ ବିନଷ୍ଟ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ ପରଦିନ ସୂର୍ଯ୍ୟୋଦୟ ପୂର୍ବରୁ ଦୂତମାନେ ଲୋଟକୁ ତତ୍ପର କରାଇ କହିଲେ, “ଯାଅ, ତୁମ୍ଭର ସ୍ତ୍ରୀ ଏବଂ ଦୁଇ ଝିଅ ସହିତ ଏ ସ୍ଥାନ ପରିତ୍ୟାଗ କର, ଯେଉଁମାନେ ତୁମ୍ଭ ସହିତ ରହୁଛନ୍ତି। ତାହାହାଲେ ତୁମ୍ଭେ ଧ୍ୱଂସ ପାଇବ ନାହିଁ, ଯେତେବେଳେ ଏହି ନଗର ଦଣ୍ଡିତ ହେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆରଦିନ ପ୍ରଭାତ ହୁଅନ୍ତେ, ଦୂତମାନେ ଲୋଟକୁ ଚଞ୍ଚଳ କରାଇ କହିଲେ, “ଉଠ, ଆପଣାର ଭାର୍ଯ୍ୟା ଓ ଏହି ଯେଉଁ ଦୁଇ କନ୍ୟା ଏଠାରେ ଅଛନ୍ତି, ସେମାନଙ୍କୁ ଘେନିଯାଅ; ନୋହିଲେ ନଗରର ଦଣ୍ଡରେ ବିନଷ୍ଟ ହେବ।”
Odia IRV 2017 (ଓଡିଆ ବାଇବେଲ)
ଆରଦିନ ପ୍ରଭାତ ହୁଅନ୍ତେ, ଦୂତମାନେ ଲୋଟକୁ ଚଞ୍ଚଳ କରାଇ କହିଲେ, “ଉଠ, ଆପଣାର ଭାର୍ଯ୍ୟା ଓ ଏହି ଯେଉଁ ଦୁଇ କନ୍ୟା ଏଠାରେ ଅଛନ୍ତି, ସେମାନଙ୍କୁ ଘେନିଯାଅ; ନୋହିଲେ ନଗରର ଦଣ୍ଡରେ ବିନଷ୍ଟ ହେବ।”