Genesis 19:16 — Compare Translations

5 translations compared side by side

Odia - 1840
"କିନ୍ତୁ ଲୋଟ ତାଙ୍କର ସମୟ ନେଲେ ଏବଂ ଛାଡ଼ିବାକୁ ତତ୍ପର ହେଲେ ନାହିଁ ଧିର ଥିଲେ, ତେଣୁ ସହେି ସ୍ବର୍ଗଦୂତଗଣ ଲୋଟ, ତାଙ୍କ ସ୍ତ୍ରୀ ଏବଂ ତାଙ୍କର ଦୁଇ କନ୍ଯାଙ୍କର ହାତ ଧରି ନିରାପଦସ୍ଥାନକୁ ଆଗଇେ ନେଲେ। ସଦାପ୍ରଭୁ ସମାନଙ୍କେ ପ୍ରତି ସଦଯ ଥିଲେ। ତେଣୁ ସହେି ଦୁଇଜଣ ସ୍ବର୍ଗଦୂତ ଲୋଟର ପରିବାରଙ୍କୁ ନଗର ବାହାରକୁ ନଇଗେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ସେ ବିଳମ୍ଵ କଲା; ତହିଁରେ ତାହା ପ୍ରତି ସଦାପ୍ରଭୁଙ୍କର ଦୟା ହେତୁରୁ ସେମାନେ ତାହାର ଓ ତାହା ଭାର୍ଯ୍ୟାର ଓ ଦୁଇ କନ୍ୟାଙ୍କର ହସ୍ତ ଧରି ସେମାନଙ୍କୁ ନଗରର ବାହାରେ ରଖିଲେ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଲୋଟ ତାଙ୍କର ସମୟ ନେଲେ ଏବଂ ଛାଡ଼ିବାକୁ ତତ୍ପର ହେଲେ ନାହିଁ ସେ ଧିର ଥିଲେ, ତେଣୁ ସେହି ସ୍ୱର୍ଗଦୂତଗଣ ଲୋଟ, ତାଙ୍କ ସ୍ତ୍ରୀ ଏବଂ ତାଙ୍କର ଦୁଇ କନ୍ୟାଙ୍କର ହାତ ଧରି ନିରାପଦ ସ୍ଥାନକୁ ଆଗେଇ ନେଲେ। ସଦାପ୍ରଭୁ ସେମାନଙ୍କ ପ୍ରତି ସଦୟ ଥିଲେ। ତେଣୁ ସେହି ଦୁଇଜଣ ସ୍ୱର୍ଗଦୂତ ଲୋଟର ପରିବାରକୁ ନଗର ବାହାରକୁ ନେଇଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ସେ ବିଳମ୍ବ କଲା; ତହିଁରେ ତାହା ପ୍ରତି ସଦାପ୍ରଭୁଙ୍କର ଦୟା ସକାଶୁ ସେମାନେ ତାହାର ଓ ତାହା ଭାର୍ଯ୍ୟାର ଓ ଦୁଇ କନ୍ୟାଙ୍କର ହସ୍ତ ଧରି ସେମାନଙ୍କୁ ନଗରର ବାହାରେ ରଖିଲେ।
Odia IRV 2017 (ଓଡିଆ ବାଇବେଲ)
ତଥାପି ସେ ବିଳମ୍ବ କଲା; ତହିଁରେ ତାହା ପ୍ରତି ସଦାପ୍ରଭୁଙ୍କର ଦୟା ସକାଶୁ ସେମାନେ ତାହାର ଓ ତାହା ଭାର୍ଯ୍ୟାର ଓ ଦୁଇ କନ୍ୟାଙ୍କର ହସ୍ତ ଧରି ସେମାନଙ୍କୁ ନଗରର ବାହାରେ ରଖିଲେ।