Genesis 19:17 — Compare Translations

5 translations compared side by side

Odia - 1840
"ସମାନେେ ନଗର ବାହାରକୁ ଆସିବା ମାତ୍ ରେ ଜଣେ ସ୍ବର୍ଗଦୂତ ସମାନଙ୍କେୁ କହିଲେ, ବର୍ତ୍ତମାନ ତୁମ୍ଭର ଜୀବନ ରକ୍ଷା ପାଇଁ ପଛକୁ ନ ଅନାଇଁ ଶିଘ୍ର ଦୌଡ଼। ଏହି ଉପତ୍ୟକାର କୌଣସି ଜାଗା ରେ ରୁହନାହିଁ। ତୁମ୍ଭେ ପର୍ବତ ରେ ପହଁଞ୍ଚିବା ପର୍ୟ୍ଯନ୍ତ ଦୌଡ଼। ଯଦି ତୁମ୍ଭେ ଅଟକି ୟାଅ ତବେେ ଏହି ନଗର ସହିତ ତୁମ୍ଭେ ଧ୍ବଂସ ପାଇୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ସେମାନଙ୍କୁ ବାହାର କରି ଆଣିଲା ଉତ୍ତାରେ ସେମାନଙ୍କ ମଧ୍ୟରୁ ଜଣେ ଲୋଟକୁ କହିଲା, ପ୍ରାଣରକ୍ଷା ନିମନ୍ତେ ପଳାଅ; ପଛଆଡ଼କୁ ଦୃଷ୍ଟି କର ନାହିଁ ଓ ଏହି ସମସ୍ତ ପ୍ରାନ୍ତର ମଧ୍ୟରେ ହେଁ ରୁହ ନାହିଁ; ପର୍ବତକୁ ପଳାଇ ଯାଅ; ନୋହିଲେ ବିନଷ୍ଟ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ନଗର ବାହାରକୁ ଆସିବା ମାତ୍ରେ ଜଣେ ସ୍ୱର୍ଗଦୂତ ସେମାନଙ୍କୁ କହିଲେ, “ବର୍ତ୍ତମାନ ତୁମ୍ଭର ଜୀବନ ରକ୍ଷା ପାଇଁ ପଛକୁ ନ ଅନାଇ ଶୀଘ୍ର ଦୌଡ଼। ଏହି ଉପତ୍ୟକାର କୌଣସି ଜାଗାରେ ରୁହ ନାହିଁ। ତୁମ୍ଭେ ପର୍ବତରେ ପହଞ୍ଚିବା ପର୍ଯ୍ୟନ୍ତ ଦୌଡ଼। ଯଦି ତୁମ୍ଭେ ଅଟକି ଯାଅ ତେବେ ଏହି ନଗର ସହିତ ତୁମ୍ଭେ ଧ୍ୱଂସ ପାଇଯିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ସେମାନଙ୍କୁ ବାହାର କରି ଆଣିଲା ଉତ୍ତାରେ ସେମାନଙ୍କ ମଧ୍ୟରୁ ଜଣେ ଲୋଟକୁ କହିଲା, “ପ୍ରାଣରକ୍ଷା ନିମନ୍ତେ ପଳାଅ; ପଛଆଡ଼କୁ ଦୃଷ୍ଟି କର ନାହିଁ ଓ ଏହି ସମସ୍ତ ପ୍ରାନ୍ତର ମଧ୍ୟରେ ହେଁ ରୁହ ନାହିଁ; ପର୍ବତକୁ ପଳାଇ ଯାଅ; ନୋହିଲେ ବିନଷ୍ଟ ହେବ।”
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ସେମାନଙ୍କୁ ବାହାର କରି ଆଣିଲା ଉତ୍ତାରେ ସେମାନଙ୍କ ମଧ୍ୟରୁ ଜଣେ ଲୋଟକୁ କହିଲା, “ପ୍ରାଣରକ୍ଷା ନିମନ୍ତେ ପଳାଅ; ପଛଆଡ଼କୁ ଦୃଷ୍ଟି କର ନାହିଁ ଓ ଏହି ସମସ୍ତ ପ୍ରାନ୍ତର ମଧ୍ୟରେ ହେଁ ରୁହ ନାହିଁ; ପର୍ବତକୁ ପଳାଇ ଯାଅ; ନୋହିଲେ ବିନଷ୍ଟ ହେବ।”