Genesis 19:2 — Compare Translations
5 translations compared side by side
Odia - 1840
"ଲୋଟ ସମାନଙ୍କେୁ କହିଲେ, ହେ ମହାଶୟଗଣ ମାରେ ଗୃହକୁ ଆସିବା ହେଉ ଏବଂ ମୁଁ ତୁମ୍ଭମାନଙ୍କର ସବୋ କରିବି। ଆପଣମାନେ ପାଦ ଧୋଇ ମାରେ ଗୃହକୁ ଆସନ୍ତୁ ଏବଂ ଏହିଠା ରେ ରାତ୍ରିୟାପନ କରନ୍ତୁ। ଏହାପରେ ଆସନ୍ତାକାଲି ତୁମ୍ଭମାନେେ ଶିଘ୍ର ଉଠିବ ଏବଂ ତୁମ୍ଭ ୟାତ୍ରା ଚାଲୁ ରଖିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ମୋହର ପ୍ରଭୁମାନେ, ମୁଁ ବିନୟ କରୁଅଛି, ଆଜି ରାତ୍ର ଆପଣମାନଙ୍କ ଏହି ଦାସର ଗୃହରେ ପଦାର୍ପଣ କରି ବାସ କରନ୍ତୁ ଓ ପାଦ ପ୍ରକ୍ଷାଳନ କରନ୍ତୁ; ତହୁଁ ସକାଳୁ ଉଠି ଯାତ୍ରା କରିବେ । ତହିଁରେ ସେମାନେ କହିଲେ, ନା; ଆମ୍ଭେମାନେ ଦାଣ୍ତରେ ସମସ୍ତ ରାତ୍ରି କ୍ଷେପଣ କରିବୁ ।
Odia Bible ERV 2004 (ପବିତ୍ର ବାଇବଲ)
ଲୋଟ ସେମାନଙ୍କୁ କହିଲେ, “ହେ ମହାଶୟଗଣ ମୋର ଗୃହକୁ ଆସିବା ହେଉନ୍ତୁ ଏବଂ ମୁଁ ଆପଣମାନଙ୍କର ସେବା କରିବି। ଆପଣମାନେ ପାଦ ଧୋଇ ମୋର ଗୃହକୁ ଆସନ୍ତୁ ଏବଂ ଏହିଠାରେ ରାତ୍ରିଯାପନ କରନ୍ତୁ। ଏହା ପରେ ଆସନ୍ତାକାଲି ଆପଣମାନେ ଶୀଘ୍ର ଉଠିବେ ଏବଂ ଆପଣମାନଙ୍କର ଯାତ୍ରା ଗ୍ଭଲୁ ରଖିବେ।” ସ୍ୱର୍ଗଦୂତମାନେ ଉତ୍ତର ଦେଲେ, “ନାଁ, ଆମ୍ଭେମାନେ ଏହି ନଗର ଚୌରାହରେ ସମସ୍ତ ରାତ୍ରି ଯାପନ କରିବୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ହେ ମୋହର ପ୍ରଭୁମାନେ, ମୁଁ ବିନୟ କରୁଅଛି, ଆଜି ରାତ୍ର ଆପଣମାନଙ୍କ ଏହି ଦାସର ଗୃହରେ ପଦାର୍ପଣ କରି ବାସ କରନ୍ତୁ ଓ ପାଦ ପ୍ରକ୍ଷାଳନ କରନ୍ତୁ; ତହୁଁ ସକାଳୁ ଉଠି ଯାତ୍ରା କରିବେ।” ତହିଁରେ ସେମାନେ କହିଲେ, “ନା; ଆମ୍ଭେମାନେ ଦାଣ୍ଡରେ ସମସ୍ତ ରାତ୍ରି କ୍ଷେପଣ କରିବୁ।”
Odia IRV 2017 (ଓଡିଆ ବାଇବେଲ)