Genesis 19:20 — Compare Translations
5 translations compared side by side
Odia - 1840
"ଦେଖ ଏହି ସ୍ଥାନ ନିକଟରେ ଏକ େଛାଟ ସହର ଅଛି। ତୁମ୍ଭେ ମାେତେ ସହେି ସ୍ଥାନକୁ ଦୌଡ଼ି ୟିବାକୁ ଅନୁମତି ଦିଅ। ମୁଁ ସଠାେରେ ନିରାପଦ ରେ ବାସ କରି ପାରିବି। ତାହା ଗୋଟିଏ େଛାଟ ସହର ମାତ୍ର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖନ୍ତୁ, ପଳାଇ ଯିବାକୁ ସେହି ନଗର ନିକଟବର୍ତ୍ତୀ, ତାହା କ୍ଷୁଦ୍ର; ସେହି ସ୍ଥାନକୁ ପଳାଇବାକୁ ଆଜ୍ଞା କରନ୍ତୁ, ତହିଁରେ ମୋହର ପ୍ରାଣ ବଞ୍ଚିବ; ତାହା କି କ୍ଷୁଦ୍ର ନୁହେଁ?
Odia Bible ERV 2004 (ପବିତ୍ର ବାଇବଲ)
ଦେଖ, ଏହି ସ୍ଥାନ ନିକଟରେ ଏକ ଛୋଟ ସହର ଅଛି। ଆପଣ ମୋତେ ସେହି ସ୍ଥାନକୁ ଦୌଡ଼ି ଯିବାକୁ ଅନୁମତି ଦିଅନ୍ତୁ। ମୁଁ ସେଠାରେ ନିରାପଦରେ ବାସ କରି ପାରିବି। ତାହା ଗୋଟିଏ ଛୋଟ ସହର ମାତ୍ର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖନ୍ତୁ, ପଳାଇ ଯିବାକୁ ସେହି ନଗର ନିକଟବର୍ତ୍ତୀ, ତାହା କ୍ଷୁଦ୍ର; ସେହି ସ୍ଥାନକୁ ପଳାଇବାକୁ ଆଜ୍ଞା କରନ୍ତୁ, ତହିଁରେ ମୋହର ପ୍ରାଣ ବଞ୍ଚିବ; ତାହା କି କ୍ଷୁଦ୍ର ନୁହେଁ?”
Odia IRV 2017 (ଓଡିଆ ବାଇବେଲ)
ଦେଖନ୍ତୁ, ପଳାଇ ଯିବାକୁ ସେହି ନଗର ନିକଟବର୍ତ୍ତୀ, ତାହା କ୍ଷୁଦ୍ର; ସେହି ସ୍ଥାନକୁ ପଳାଇବାକୁ ଆଜ୍ଞା କରନ୍ତୁ, ତହିଁରେ ମୋହର ପ୍ରାଣ ବଞ୍ଚିବ; ତାହା କି କ୍ଷୁଦ୍ର ନୁହେଁ?”