Genesis 19:21 — Compare Translations

5 translations compared side by side

Odia - 1840
"ସ୍ବର୍ଗଦୂତ ଲୋଟକୁ କହିଲେ, ଉତ୍ତମ ଆମ୍ଭେ ତୁମ୍ଭକୁ ଅନୁମତି ଦଲେୁ। ମୁଁ ସହେି ସହରକୁ ଧ୍ବଂସ କରିବି ବାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେ କହିଲେ, ଭଲ, ଆମ୍ଭେ ଏ ବିଷୟରେ ତୁମ୍ଭ ପ୍ରତି ଅନୁଗ୍ରହ କରି, ସେହି ଯେଉଁ ନଗରର କଥା ତୁମ୍ଭେ କହିଲ, ତାହା ଉତ୍ପାଟନ କରିବା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସ୍ୱର୍ଗଦୂତ ଲୋଟକୁ କହିଲେ, “ଉତ୍ତମ, ଆମ୍ଭେ ତୁମ୍ଭକୁ ଅନୁମତି ଦେଲୁ। ମୁଁ ସେହି ସହରକୁ ଧ୍ୱଂସ କରିବି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେ କହିଲେ, “ଭଲ, ଆମ୍ଭେ ଏ ବିଷୟରେ ତୁମ୍ଭ ପ୍ରତି ଅନୁଗ୍ରହ କରି, ସେହି ଯେଉଁ ନଗରର କଥା ତୁମ୍ଭେ କହିଲ, ତାହା ଉତ୍ପାଟନ କରିବା ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେ କହିଲେ, “ଭଲ, ଆମ୍ଭେ ଏ ବିଷୟରେ ତୁମ୍ଭ ପ୍ରତି ଅନୁଗ୍ରହ କରି, ସେହି ଯେଉଁ ନଗରର କଥା ତୁମ୍ଭେ କହିଲ, ତାହା ଉତ୍ପାଟନ କରିବା ନାହିଁ।