Genesis 19:22 — Compare Translations

5 translations compared side by side

Odia - 1840
"କିନ୍ତୁ ଶିଘ୍ର ସଠାେକୁ ଦୌଡ଼ିୟାଅ। କାରଣ ଯେ ପର୍ୟ୍ଯନ୍ତ ତୁମ୍ଭମାନେେ ନିରାପଦ ରେ ନ ପହଁଞ୍ଚିଛ, ମୁଁ ସଦୋମକୁ ଧ୍ବଂସ କରିପାରିବି ନାହିଁ। ସହେି ସହରର ନାମ ଥିଲା ସୋଯର କାରଣ ଏହା ଅତି କ୍ଷୁଦ୍ର ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଶୀଘ୍ର ସେହି ସ୍ଥାନକୁ ପଳାଅ, ଯେହେତୁ ତୁମ୍ଭେ ସେଠାରେ ଉପସ୍ଥିତ ନ ହେଲେ, ଆମ୍ଭେ କିଛି କରିପାରୁ ନାହିଁ । ଏଣୁ ସେହି ସ୍ଥାନର ନାମ ସୋୟର (କ୍ଷୁଦ୍ର) ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଶୀଘ୍ର ସେଠାକୁ ଦୌଡ଼ିଯାଅ। କାରଣ ଯେପର୍ଯ୍ୟନ୍ତ ତୁମ୍ଭେମାନେ ନିରାପଦରେ ନ ପହଞ୍ଚିଛ, ମୁଁ ସଦୋମକୁ ଧ୍ୱଂସ କରି ପାରିବି ନାହିଁ।” ସେହି ସହରର ନାମ ଥିଲା ସୋୟର କାରଣ ଏହା ଅତି କ୍ଷୁଦ୍ର ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଶୀଘ୍ର ସେହି ସ୍ଥାନକୁ ପଳାଅ, ଯେହେତୁ ତୁମ୍ଭେ ସେଠାରେ ଉପସ୍ଥିତ ନ ହେଲେ, ଆମ୍ଭେ କିଛି କରି ନ ପାରୁ।” ଏଣୁ ସେହି ସ୍ଥାନର ନାମ ସୋୟର ହେଲା।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଶୀଘ୍ର ସେହି ସ୍ଥାନକୁ ପଳାଅ, ଯେହେତୁ ତୁମ୍ଭେ ସେଠାରେ ଉପସ୍ଥିତ ନ ହେଲେ, ଆମ୍ଭେ କିଛି କରି ନ ପାରୁ।” ଏଣୁ ସେହି ସ୍ଥାନର ନାମ ସୋୟର ହେଲା।