Genesis 19:23 — Compare Translations

5 translations compared side by side

Odia - 1840
"ସୂର୍ େଯ୍ଯାଦଯ ହୁଅନ୍ତେ ଲୋଟ ସୋଯର ରେ ପହଞ୍ଚିଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଦେଶରେ ସୂର୍ଯ୍ୟୋଦୟ ହୁଅନ୍ତେ, ଲୋଟ ସୋୟରରେ ପ୍ରବେଶ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ସଦୋମ ଓ ହମୋରା ଧ୍ୱଂସ ହେଲା ସୂର୍ଯ୍ୟୋଦୟ ହୁଅନ୍ତେ ଲୋଟ ସୋୟରରେ ପହଞ୍ଚିଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଦେଶରେ ସୂର୍ଯ୍ୟୋଦୟ ହୁଅନ୍ତେ, ଲୋଟ ସୋୟରରେ ପ୍ରବେଶ କଲା।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଦେଶରେ ସୂର୍ଯ୍ୟୋଦୟ ହୁଅନ୍ତେ, ଲୋଟ ସୋୟରରେ ପ୍ରବେଶ କଲା।