Genesis 19:24 — Compare Translations

5 translations compared side by side

Odia - 1840
"ଠିକ୍ ସହେି ସମୟରେ, ସଦାପ୍ରଭୁ ସଦୋମ ଏବଂ ହ ମାରେକୁ ଧ୍ବଂସ କଲେ। ସଦାପ୍ରଭୁ ଆକାଶରୁ ସଦୋମ ଓ ହ ମାରୋ ଉପରେ ଗନ୍ଧକ ଓ ଅଗ୍ନି ବୃଷ୍ଟି କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ସଦାପ୍ରଭୁ ଆକାଶରୁ ସଦାପ୍ରଭୁଙ୍କ ନିକଟରୁ ସଦୋମ ଓ ହମୋରା ଉପରେ ଗନ୍ଧକ ଓ ଅଗ୍ନି ବୃଷ୍ଟି କରି
Odia Bible ERV 2004 (ପବିତ୍ର ବାଇବଲ)
ଠିକ୍ ସେହି ସମୟରେ, ସଦାପ୍ରଭୁ ସଦୋମ ଏବଂ ହମୋରାକୁ ଧ୍ୱଂସ କଲେ। ସଦାପ୍ରଭୁ ଆକାଶରୁ ସଦୋମ ଓ ହମୋରା ଉପରେ ଗନ୍ଧକ ଓ ଅଗ୍ନି ବୃଷ୍ଟି କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ସଦାପ୍ରଭୁ ଆକାଶରୁ ସଦାପ୍ରଭୁଙ୍କ ନିକଟରୁ ସଦୋମ ଓ ହମୋରା ଉପରେ ଗନ୍ଧକ ଓ ଅଗ୍ନି ବୃଷ୍ଟି କରି
Odia IRV 2017 (ଓଡିଆ ବାଇବେଲ)
ତେବେ ସଦାପ୍ରଭୁ ଆକାଶରୁ ସଦାପ୍ରଭୁଙ୍କ ନିକଟରୁ ସଦୋମ ଓ ହମୋରା ଉପରେ ଗନ୍ଧକ ଓ ଅଗ୍ନି ବୃଷ୍ଟି କରି