Genesis 19:25 — Compare Translations

5 translations compared side by side

Odia - 1840
"ସହେି ନଗରଗୁଡ଼ିକୁ, ସମୁଦାଯ ଉପତ୍ୟକା କ୍ଷେତ୍ରଗୁଡ଼ିକ ଓ ତନ୍ମଧସ୍ଥ ସମସ୍ତ ଲୋକ ଓ ସମସ୍ତ ବୃକ୍ଷଲତା ଧ୍ବଂସ ହାଇଗେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ସମୁଦାୟ ନଗର ଓ ପ୍ରାନ୍ତର ଓ ତନ୍ମଧ୍ୟସ୍ଥିତ ଲୋକ ଓ ସେହି ଭୂମିରେ ଜାତ ସକଳ ପଦାର୍ଥ ଉତ୍ପାଟନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ନଗରଗୁଡ଼ିକୁ, ସମୁଦାୟ ଉପତ୍ୟକା କ୍ଷେତ୍ରଗୁଡ଼ିକ ଓ ତନ୍ମଧ୍ୟସ୍ଥ ସମସ୍ତ ଲୋକ ଓ ସମସ୍ତ ବୃକ୍ଷଲତା ଧ୍ୱଂସ ହୋଇଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସମୁଦାୟ ନଗର ଓ ପ୍ରାନ୍ତର ଓ ତନ୍ମଧ୍ୟସ୍ଥିତ ଲୋକ ଓ ସେହି ଭୂମିରେ ଜାତ ସକଳ ପଦାର୍ଥ ଉତ୍ପାଟନ କଲେ।
Odia IRV 2017 (ଓଡିଆ ବାଇବେଲ)
ସେହି ସମୁଦାୟ ନଗର ଓ ପ୍ରାନ୍ତର ଓ ତନ୍ମଧ୍ୟସ୍ଥିତ ଲୋକ ଓ ସେହି ଭୂମିରେ ଜାତ ସକଳ ପଦାର୍ଥ ଉତ୍ପାଟନ କଲେ।