Genesis 19:26 — Compare Translations
5 translations compared side by side
Odia - 1840
"ସହେି ସମୟରେ ଲୋଟର ସ୍ତ୍ରୀ ପଛଆଡ଼କୁ ଅନାଇବାରୁ ସେ ଲବଣ ସ୍ତମ୍ଭ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ସମୟରେ ଲୋଟର ଭାର୍ଯ୍ୟା ପଛଆଡ଼କୁ ଅନାଇବାରୁ ସେ ଲବଣ ସ୍ତମ୍ଭ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ସମୟରେ ଲୋଟର ସ୍ତ୍ରୀ ପଛଆଡ଼କୁ ଅନାଇବାରୁ ସେ ଲବଣ ସ୍ତମ୍ଭ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସମୟରେ ଲୋଟର ଭାର୍ଯ୍ୟା ପଛଆଡ଼କୁ ଅନାଇବାରୁ ସେ ଲବଣ ସ୍ତମ୍ଭ ହେଲା।
Odia IRV 2017 (ଓଡିଆ ବାଇବେଲ)
ସେହି ସମୟରେ ଲୋଟର ଭାର୍ଯ୍ୟା ପଛଆଡ଼କୁ ଅନାଇବାରୁ ସେ ଲବଣ ସ୍ତମ୍ଭ ହେଲା।