Genesis 19:27 — Compare Translations
5 translations compared side by side
Odia - 1840
"ସହେିଦିନ ପ୍ରତ୍ଯୁଷ ରେ, ଅବ୍ରହାମ ପୂର୍ବେ ଯେଉଁ ସ୍ଥାନ ରେ ଠିଆ ହାଇେ ସଦାପ୍ରଭୁଙ୍କ ସହିତ କଥା ହାଇେଥିଲେ, ସହେି ସ୍ଥାନକୁ ଗଲେ ଓ ଦେଖିଲେ ଯେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଅବ୍ରହାମ ପ୍ରଭାତରୁ ଉଠି ପୂର୍ବେ ଯେଉଁ ସ୍ଥାନରେ ସଦାପ୍ରଭୁଙ୍କ ଛାମୁରେ ଠିଆ ହୋଇଥିଲେ, ସେହି ସ୍ଥାନରେ ଉପସ୍ଥିତ ହୋଇ
Odia Bible ERV 2004 (ପବିତ୍ର ବାଇବଲ)
ସେହି ଦିନ ପ୍ରତ୍ୟୁଷରେ, ଅବ୍ରହାମ ପୂର୍ବେ ଯେଉଁ ସ୍ଥାନରେ ଠିଆ ହୋଇ ସଦାପ୍ରଭୁଙ୍କ ସହିତ କଥା ହୋଇଥିଲେ, ସେହି ସ୍ଥାନକୁ ଗଲେ ଓ ଦେଖିଲେ ଯେ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଅବ୍ରହାମ ପ୍ରଭାତରୁ ଉଠି ପୂର୍ବେ ଯେଉଁ ସ୍ଥାନରେ ସଦାପ୍ରଭୁଙ୍କ ଛାମୁରେ ଠିଆ ହୋଇଥିଲେ, ସେହି ସ୍ଥାନରେ ଉପସ୍ଥିତ ହୋଇ
Odia IRV 2017 (ଓଡିଆ ବାଇବେଲ)
ଆଉ ଅବ୍ରହାମ ପ୍ରଭାତରୁ ଉଠି ପୂର୍ବେ ଯେଉଁ ସ୍ଥାନରେ ସଦାପ୍ରଭୁଙ୍କ ଛାମୁରେ ଠିଆ ହୋଇଥିଲେ, ସେହି ସ୍ଥାନରେ ଉପସ୍ଥିତ ହୋଇ