Genesis 19:28 — Compare Translations
5 translations compared side by side
Odia - 1840
"ସଦୋମ ଓ ହ ମାରୋ ଓ ପ୍ରାନ୍ତରସ୍ଥ ସମସ୍ତ ଅଞ୍ଚଳକୁ ଅନାନ୍ତେ ସହେି ଦେଶରୁ ଭାଟୀର ଧୂମତୁଲ୍ଯ ଧୂମ ଉଠିବାର ଦେଖିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦୋମ ଓ ହମୋରା ଓ ପ୍ରାନ୍ତରସ୍ଥ ସମସ୍ତ ଅଞ୍ଚଳ ପ୍ରତି ଅନାନ୍ତେ, ସେହି ଦେଶରୁ ଭାଟୀର ଧୂମ ତୁଲ୍ୟ ଧୂମ ଉଠିବାର ଦେଖିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦୋମ ଓ ହମୋରା ଓ ପ୍ରାନ୍ତରସ୍ଥ ସମସ୍ତ ଅଞ୍ଚଳକୁ ଅନାନ୍ତେ ସେହି ଦେଶରୁ ଭାଟୀର ଧୂମତୁଲ୍ୟ ଧୂମ ଉଠିବାର ଦେଖିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦୋମ ଓ ହମୋରା ଓ ପ୍ରାନ୍ତରସ୍ଥ ସମସ୍ତ ଅଞ୍ଚଳ ପ୍ରତି ଅନାନ୍ତେ, ସେହି ଦେଶରୁ ଭାଟିର ଧୂମ ତୁଲ୍ୟ ଧୂମ ଉଠିବାର ଦେଖିଲେ।
Odia IRV 2017 (ଓଡିଆ ବାଇବେଲ)
ସଦୋମ ଓ ହମୋରା ଓ ପ୍ରାନ୍ତରସ୍ଥ ସମସ୍ତ ଅଞ୍ଚଳ ପ୍ରତି ଅନାନ୍ତେ, ସେହି ଦେଶରୁ ଭାଟୀର ଧୂମ ତୁଲ୍ୟ ଧୂମ ଉଠିବାର ଦେଖିଲେ।