Genesis 19:29 — Compare Translations

5 translations compared side by side

Odia - 1840
"ଏହିରୂପେ ସହେି ପ୍ରାନ୍ତର ସ୍ଥିତ ସମସ୍ତ ନଗରର ବିନାଶ ସମୟରେ ପରମେଶ୍ବର ଅବ୍ରହାମକୁ ମନେ କଲେ। ପୁଣି ଲୋଟ ଯେଉଁ ଯେଉଁ ନଗର ରେ ବାସ କରିଥିଲେ। ସହେି ନଗର ରେ ଉତ୍ପାଟନ ସମୟରେ ସେ ଲୋଟକୁ ତନ୍ମଧ୍ଯରୁ ବାହାର କରୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ସେହି ପ୍ରାନ୍ତରସ୍ଥିତ ସମସ୍ତ ନଗରର ବିନାଶ ସମୟରେ ପରମେଶ୍ଵର ଅବ୍ରହାମଙ୍କୁ ସ୍ମରଣ କଲେ, ପୁଣି ଲୋଟ ଯେଉଁ ଯେଉଁ ନଗରରେ ବାସ କରିଥିଲା, ସେହି ସେହି ନଗରର ଉତ୍ପାଟନ ସମୟରେ ଉତ୍ପାଟନ ମଧ୍ୟରୁ ଲୋଟକୁ ବାହାର କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହିରୂପେ ସେହି ପ୍ରାନ୍ତର ସ୍ଥିତ ସମସ୍ତ ନଗରର ବିନାଶ ସମୟରେ ପରମେଶ୍ୱର ଅବ୍ରହାମଙ୍କୁ ମନେ କଲେ। ପୁଣି ଲୋଟ ଯେଉଁ ଯେଉଁ ନଗରରେ ବାସ କରିଥିଲେ, ସେହି ନଗରର ଉତ୍ପାଟନ ସମୟରେ ସେ ଲୋଟକୁ ତନ୍ମଧ୍ୟରୁ ବାହାର କରୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ସେହି ପ୍ରାନ୍ତରସ୍ଥିତ ସମସ୍ତ ନଗରର ବିନାଶ ସମୟରେ ପରମେଶ୍ୱର ଅବ୍ରହାମଙ୍କୁ ସ୍ମରଣ କଲେ, ପୁଣି, ଲୋଟ ଯେଉଁ ଯେଉଁ ନଗରରେ ବାସ କରିଥିଲା, ସେହି ସେହି ନଗରର ଉତ୍ପାଟନ ସମୟରେ ଉତ୍ପାଟନ ମଧ୍ୟରୁ ଲୋଟକୁ ବାହାର କଲେ।
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ସେହି ପ୍ରାନ୍ତରସ୍ଥିତ ସମସ୍ତ ନଗରର ବିନାଶ ସମୟରେ ପରମେଶ୍ୱର ଅବ୍ରହାମଙ୍କୁ ସ୍ମରଣ କଲେ, ପୁଣି, ଲୋଟ ଯେଉଁ ଯେଉଁ ନଗରରେ ବାସ କରିଥିଲା, ସେହି ସେହି ନଗରର ଉତ୍ପାଟନ ସମୟରେ ଉତ୍ପାଟନ ମଧ୍ୟରୁ ଲୋଟକୁ ବାହାର କଲେ।