Genesis 19:3 — Compare Translations

5 translations compared side by side

Odia - 1840
"କିନ୍ତୁ ଲୋଟ ସମାନଙ୍କେୁ ତାଙ୍କର ଗୃହକୁ ୟିବା ପାଇଁ ବାରମ୍ବାର ଅନୁ ରୋଧ କଲେ। ତେଣୁ ସ୍ବର୍ଗଦୂତଗଣ ତାଙ୍କ ଗୃହକୁ ୟିବା ପାଇଁ ରାଜି ହେଲେ। ଲୋଟ ସମାନଙ୍କେୁ କିଛି ଦ୍ରାକ୍ଷାରସ ପିଇବାକୁ ଦେଲେ। ଲୋଟ ସମାନଙ୍କେ ପାଇଁ କିଛି ଖମୀର ଶୂନ୍ଯ ରୋଟୀ ପ୍ରସ୍ତୁତ କଲେ ଓ ସମାନେେ ତାହା ଗ୍ରହଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଲୋଟ ଅତିଶୟ ବଳାଇବାରୁ ସେମାନେ ତାହା ସହିତ ଯାଇ ତାହାର ଘରେ ପ୍ରବେଶ କଲେ; ତହୁଁ ସେ ସେମାନଙ୍କର ପାଇଁ ତାଡ଼ିଶୂନ୍ୟ ରୋଟୀ ଆଦି ଖାଦ୍ୟଦ୍ରବ୍ୟ ପ୍ରସ୍ତୁତ କରନ୍ତେ, ସେମାନେ ଭୋଜନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଲୋଟ ସେମାନଙ୍କୁ ତାଙ୍କର ଗୃହକୁ ଯିବା ପାଇଁ ବାରମ୍ବାର ଅନୁରୋଧ କଲେ। ତେଣୁ ସ୍ୱର୍ଗଦୂତଗଣ ତାଙ୍କ ଗୃହକୁ ଯିବା ପାଇଁ ରାଜି ହେଲେ। ଲୋଟ ସେମାନଙ୍କୁ କିଛି ଦ୍ରାକ୍ଷାରସ ପିଇବାକୁ ଦେଲେ। ଲୋଟ ସେମାନଙ୍କ ପାଇଁ କିଛି ଖମୀର ଶୂନ୍ୟ ରୋଟୀ ପ୍ରସ୍ତୁତ କଲେ, ସେମାନେ ତାହା ଗ୍ରହଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଲୋଟ ଅତିଶୟ ବଳାଇବାରୁ ସେମାନେ ତାହା ସହିତ ଯାଇ ତାହାର ଘରେ ପ୍ରବେଶ କଲେ; ତହୁଁ ସେ ସେମାନଙ୍କର ପାଇଁ ତାଡ଼ିଶୂନ୍ୟ ରୁଟି ଆଦି ଖାଦ୍ୟଦ୍ରବ୍ୟ ପ୍ରସ୍ତୁତ କରନ୍ତେ, ସେମାନେ ଭୋଜନ କଲେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଲୋଟ ଅତିଶୟ ବଳାଇବାରୁ ସେମାନେ ତାହା ସହିତ ଯାଇ ତାହାର ଘରେ ପ୍ରବେଶ କଲେ; ତହୁଁ ସେ ସେମାନଙ୍କର ପାଇଁ ତାଡ଼ିଶୂନ୍ୟ ରୁଟି ଆଦି ଖାଦ୍ୟଦ୍ରବ୍ୟ ପ୍ରସ୍ତୁତ କରନ୍ତେ, ସେମାନେ ଭୋଜନ କଲେ।