Genesis 19:30 — Compare Translations
5 translations compared side by side
Odia - 1840
"ଲୋଟ ସୋଯର ରେ ରହିବାକୁ ଭୟ କଲା। ତେଣୁ ସେ ଏବଂ ତାଙ୍କର କନ୍ଯା ରହିବା ପାଇଁ ପର୍ବତକୁ ପଳାଇଲେ, ସମାନେେ ସଠାେରେ ଏକ ଗୁମ୍ଫା ରେ ବାସ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଲୋଟ ସୋୟରରେ ବାସ କରିବାକୁ ଭୟ କରି ସେଠାରୁ ବାହାରି ଆପଣାର ଦୁଇ କନ୍ୟାଙ୍କୁ ଘେନି ପର୍ବତରେ ବାସ କଲା; ତହିଁରେ ସେ ଓ ତାହାର ଦୁଇ କନ୍ୟା ଗିରି କନ୍ଦରରେ ବାସ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଲୋଟ ଏବଂ ତାଙ୍କର ଝିଅମାନେ ଲୋଟ ସୋୟରରେ ରହିବାକୁ ଭୟ କଲେ। ତେଣୁ ସେ ଏବଂ ତାଙ୍କର କନ୍ୟା ରହିବା ପାଇଁ ପର୍ବତକୁ ପଳାଇଲେ, ସେମାନେ ସେଠାରେ ଏକ ଗୁମ୍ଫାରେ ବାସ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଲୋଟ ସୋୟରରେ ବାସ କରିବାକୁ ଭୟ କରି ସେଠାରୁ ବାହାରି ଆପଣାର ଦୁଇ କନ୍ୟାଙ୍କୁ ଘେନି ପର୍ବତରେ ବାସ କଲା; ତହିଁରେ ସେ ଓ ତାହାର ଦୁଇ କନ୍ୟା ଗିରି କନ୍ଦରରେ ବାସ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଲୋଟ ସୋୟରରେ ବାସ କରିବାକୁ ଭୟ କରି ସେଠାରୁ ବାହାରି ଆପଣାର ଦୁଇ କନ୍ୟାଙ୍କୁ ଘେନି ପର୍ବତରେ ବାସ କଲା; ତହିଁରେ ସେ ଓ ତାହାର ଦୁଇ କନ୍ୟା ଗିରି କନ୍ଦରରେ ବାସ କଲେ।